Posted inଜାତୀୟ

ମହାରାଷ୍ଟ୍ର ରାଜନୈତିକ ସ୍ଥିତି: ସୋମବାର ଶୁଣାଣି; ରାଜ୍ୟପାଳଙ୍କଠାରୁ ଦସ୍ତାବିଜ୍‌ ଲୋଡିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୪।୧୧: ମହାରାଷ୍ଟ୍ରରେ ଜାରି ରହିଥିବା ରାଜନୈତିକ ଡ୍ରାମାର ଅନ୍ତ ଘଟୁନି। ରାଜ୍ୟରେ ମୁଖ୍ୟମନ୍ତ୍ରୀ ଭାବେ ଦେବେନ୍ଦ୍ର ଫଡ୍‌ନବିସ୍‌ ଶାସନ ଡୋରି ଧରିଥିବାବେଳେ ଏନେଇ ଶିବସେନା-ଏନ୍‌ସିପି-କଂଗ୍ରେସ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ତେବେ ରବିବାର ସୁପ୍ରିମ୍‌କୋର୍ଟ ଆଇନଜୀବୀଙ୍କ ଯୁକ୍ତି ଶୁଣିବା ପରେ ରାଜ୍ୟପାଳ ଭଗତ ସିଂ କେଶିୟାରୀଙ୍କଠାରୁ ଆଦେଶ ଏବଂ ସମର୍ଥନ ସମ୍ପର୍କିତ କେତେକ ଦସ୍ତାବିଜ୍‌ ଲୋଡିଛନ୍ତି। ଏହା କୋର୍ଟରେ ଦାଖଲ ହେବା ପରେ ସୋମବାର ଶୁଣାଣି କରାଯିବ ବୋଲି ତିନି ଜଣିଆ ଖଣ୍ଡପୀଠ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଏହି ମାମଲାର ଶୁଣାଣି ବିଚାରପତି ଏନ୍‌.ଓ୍ବି. ରମନା, ଅଶୋକ ଭୂଷଣ ଏବଂ ସଞ୍ଜିବ୍‌ ଖାନ୍ନାଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକୁ ଓହ୍ଲାଇଲେ Gen-Z କୃଷକ, କଲେ ଏହି ୨ ଦାବି; ବଢିଲା ସରକାରଙ୍କ ମୁଣ୍ଡବିନ୍ଧା

ନୂଆଦିଲ୍ଲୀ, ୨୯।୭: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ବୁଧବାରକୃଷକମାନଙ୍କର ପ୍ରଦର୍ଶନ ଜାରି ରହିଛି। ‘କିଷାନ କ୍ରାନ୍ତି ପଦଯାତ୍ରା’ ଭୋପାଳରେ ପହଞ୍ଚିସାରିଛି ଏବଂ ବର୍ତ୍ତମାନ ଆନ୍ଦୋଳନରତ କୃଷକମାନେ ଭୋପାଳରେ ମୁଖ୍ୟମନ୍ତ୍ରୀ…

ଚାଇନାକୁ ବଡ଼ ଝଟକା ଦେଲେ ଟ୍ରମ୍ପ; କାହିଁକି ଏହି ନିଷ୍ପତ୍ତି ନେଲା ଟ୍ରମ୍ପ ପ୍ରଶାସନ? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକା ଏପରି ଏକ ନିଷ୍ପତ୍ତି ନେଇଛି ଯାହା ଚାଇନା ପାଇଁ ଏକ ଆଘାତ ସୃଷ୍ଟି କରୁଛି। ଟ୍ରମ୍ପ ପ୍ରଶାସନ ଚାଇନାରୁ ଆମଦାନି ହେଉଥିବା କିଛି ପ୍ରଯୁକ୍ତିବିଦ୍ୟା…

‘ରାହୁଲ ଗାନ୍ଧୀଙ୍କୁ ବିବାହ ପାଇଁ ମନାନ୍ତୁ’, କାହାକୁ ଏମିତି ଅନୁରୋଧ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୨୯।୭: କକ୍ରୋଚ ଜନତା ପାର୍ଟିର ଆନ୍ଦୋଳନରୁ ଚର୍ଚ୍ଚାକୁ ଆସିଥିବା ମହମ୍ମଦ ଇରଫାନ ସୋସିଆଲ ମିଡ଼ିଆରେ ବେଶ ଛାଇ ହୋଇ ରହିଛନ୍ତି। ଜନ୍ତର-ମନ୍ତରରେ ପ୍ରଦର୍ଶନ ସମୟର ତାଙ୍କର…

ଜାପାନରେ ଭୟଙ୍କର ଭୂମିକମ୍ପ: ୧୩ ମୃତ ଅନେକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଟୋକିଓ,୨୯।୭: ମଙ୍ଗଳବାର, ଜୁଲାଇ ୨୮ରେ ଜାପାନର ଦକ୍ଷିଣ-ପଶ୍ଚିମ ଭାଗରେ ବଡ଼ଧରଣର ଭୂମିକମ୍ପ ଅନୁଭୂତ ହୋଇଥିଲା। ରଏଟର୍ସ ଅନୁଯାୟୀ, ଶକ୍ତିଶାଳୀ ଭୂମିକମ୍ପ ପରେ ପ୍ରଥମେ ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ…

ମୋଦି ସରକାରଙ୍କୁ ଚେତାବନୀ: ସାବଧାନ ହୋଇଯାଅ ନଚେତ୍‌…

ନୂଆଦିଲ୍ଲୀ,୨୯।୭: ଅଲ ଇଣ୍ଡିଆ ମଜଲିସ-ଏ-ଇତ୍ତେହାଦୁଲ ମୁସଲିମିନ (AIMIM) ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସି ପେପର ଲିକ ବିରୋଧୀ ବିଲ ସମ୍ପର୍କରେ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ ସରକାରଙ୍କୁ…

ଭାରତ ଉପରେ ଲାଗୁ ହେବ ୧୦୦% ଶୁଳ୍କ? ଆମେରିକାର ନୂଆ ବିଲ କାହିଁକି ଚିନ୍ତା ସୃଷ୍ଟି କରିଛି? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକାର ସିନେଟ ରୁଷିଆ ଉପରେ ଆର୍ଥିକ ଚାପ ବୃଦ୍ଧି କରିବା ପାଇଁ ଏକ ବିଲ ପାସ କରିଛି – ଏହା ଭାରତ ସମେତ ଅନେକ ଦେଶକୁ…

ଭାରତରେ ନିଶା କବଳରେ ଏକ ପଞ୍ଚମାଂଶ କିଶୋରୀକିଶୋର

ନୂଆଦିଲ୍ଲୀ,୨୯ା୭: ସମ୍ପ୍ରତି କିଶୋରୀକିଶୋରଙ୍କ ମଧ୍ୟରେ ନିଶା ସେବନର ପ୍ରବଣତା ବୃଦ୍ଧି ପାଇବାରେ ଲାଗିଛି। ଅଧିକାଂଶ ନିଶା ସେବନ କରି ଏକ ଖୁସ୍‌ମିଜାସ୍‌ ସ୍ଥିତିରେ ରହିବାକୁ ଚାହୁଁଛନ୍ତି। ନିକଟରେ…

ଆମେରିକା ସହ ଯୁଦ୍ଧକୁ ଡେଇଁଲା ସାଉଦି ଆରବ, ଇରାନ ଉପରେ କଲା ବୋମା ବର୍ଷା

ତେହରାନ,୨୯।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରୁଛି। ଏହି ଦୁଇଟି ଦେଶ ସହିତ, ଅନ୍ୟ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri