ମହାରାଷ୍ଟ୍ର, ହରିୟାଣା ପାଇଁ ଭାଜପାର ୨ୟ ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ,୩ା୧୦(ଆଇଏଏନ୍‌ଏସ୍‌): ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପା ବୁଧବାର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହରିୟାଣା ପାଇଁ ଏହି ପର୍ଯ୍ୟାୟରେ ୧୪ ଜଣଙ୍କ ନାଁ ଘୋଷଣା ହୋଇଥିବାବେଳେ ମହାରାଷ୍ଟ୍ର ପାଇଁ ୧୨ ପ୍ରାର୍ଥୀଙ୍କ ନାଁ ପ୍ରକାଶ ପାଇଛି। ହରିୟାଣାରେ ସୁଧୀର ସିଙ୍ଗଲା ଗୁରୁଗ୍ରାମରୁ, ନିର୍ମଳ ଚୌଧୁରୀ ଗନାଉରରୁ, ସୋନାଲି ଫୋଗତ ଆଦମପୁରରୁ ନିର୍ବାଚନ ଲଢ଼ିବେ। ମହାରାଷ୍ଟ୍ରରେ ଏନ୍‌ସିପି ଛାଡି ଭାଜପାରେ ଯୋଗଦେଇଥିବା ନମିତା ମୁଣ୍ଡଦାଙ୍କୁ କୈଜ୍‌ରୁ ପ୍ରାର୍ଥୀ କରାଯାଇଛି। ଭାଜପା ପ୍ରଥମ ପର୍ଯ୍ୟାୟରେ ମହାରାଷ୍ଟ୍ର ପାଇଁ ୧୨୫ ଓ ହରିୟାଣା ପାଇଁ ୭୮ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା।
ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମ୍‌ପ୍ରକାଶ ଚୌତାଲାଙ୍କ ଇଣ୍ଡିଆନ ନ୍ୟାଶନାଲ ଲୋକ ଦଳ (ଆଇଏନ୍‌ଏଲ୍‌ଡି) ପ୍ରଥମ ପର୍ଯ୍ୟାୟରେ ୬୪ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଚୌତାଲାଙ୍କ ସାନପୁଅ ଅଭୟ ଏଲେନାବାଦରୁ ପ୍ରାର୍ଥୀ ହୋଇଛନ୍ତି। ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଚୌତାଲା ଓ ତାଙ୍କ ବଡ଼ପୁଅ ଅଜୟ ସିଂ ଦୋଷୀସାବ୍ୟସ୍ତ ହୋଇ ଜେଲ୍‌ରେ ଥିବାରୁ ସେମାନେ ନିର୍ବାଚନ ଲଢ଼ିପାରିବେ ନାହିଁ। ଆଇଏନ୍‌ଏଲ୍‌ଡିରୁ ଅଲଗା ହୋଇ ଅଜୟ ଚୌତାଲାଙ୍କ ପୁଅ ଦୁଶ୍ୟନ୍ତ ଜନନାୟକ ଜନତା ପାର୍ଟି (ଜେଜେପି) ଗଠନ କରିଥିବାବେଳେ ଉକ୍ତ ଦଳ ୨୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri