Posted inଜାତୀୟ

ମହାରାଷ୍ଟ୍ରର ଭାଜପା ସରକାରଙ୍କୁ ଦିଲ୍ଲୀରେ ବିରୋଧ

ନୂଆଦିଲ୍ଲୀ,୨୫।୧୧: ମହାରାଷ୍ଟ୍ରରେ ଭାଜପା ଶାସିତ ସରକାରଙ୍କୁ ଦିଲ୍ଲୀ ଯୁବ କଂଗ୍ରେସ କର୍ମୀମାନେ ବିରୋଧ କରିଛନ୍ତି। ଏମାନେ ଟାୟାର ଜାଳି ରାସ୍ତା ଅବରୋଧ କରିବା ସହ ପୋଲିସ ବାରିକେଡ ଭାଙ୍ଗିବାକୁ ମଧ୍ୟ ଚେଷ୍ଟା କରିଛନ୍ତି। ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ଭାଜପା ଓ ଏନ୍‌ସିପିର ଅଜିତ ପାଓ୍ବାର ମିଶି ସରକାର ଗଠନ କରିଛନ୍ତି। ଭାଜପାରୁ ଦେବେନ୍ଦ୍ର ଫଡ୍‌ନବିସ ମୁଖ୍ୟମନ୍ତ୍ରୀ ହୋଇଥିବା ବେଳେ ଏନ୍‌ସିପିରୁ ଅଜିତ୍‌ ପାଓ୍ବାର ଉପ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ହେଲେ ସେମାନଙ୍କ ପାଖରେ ଏପର୍ଯ୍ୟନ୍ତ ସଂଖ୍ୟା ଗରିଷ୍ଠତା ନାହିଁ ବୋଲି କହୁଛି ଶିବସେନା, ଏନ୍‌ସିପି ଓ କଂଗ୍ରେସ। ଏହାକୁ ନେଇ ମାମଲା ସୁପ୍ରିମକୋର୍ଟ ପହଞ୍ଚିଥିବା ବେଳେ ମଙ୍ଗଳବାର ଏହାର ଶୁଣାଣି କରାଯିବ। କିନ୍ତୁ ସୋମବାର ଫଡ୍‌ନବିସ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେଇ ସାରିଛନ୍ତି। କିନ୍ତୁ ଏହାକୁ ଏପର୍ଯ୍ୟନ୍ତ କଂଗ୍ରେସ, ଶିବସେନା ଓ ଏନ୍‌ସିପି ଗ୍ରହଣ କରିପାରୁ ନ ଥିବାରୁ ଆରମ୍ଭ ହୋଇ ଗଲାଣି ବିରୋଧ ପ୍ରଦର୍ଶନ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ…

ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେଲେ କଣ କରିବ CJP? ଆଶୁତୋଷ ରାଙ୍କା କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାରଙ୍କ ସହିତ ଏକ ବୈଠକ ପରେ, କକ୍ରୋଚ୍ ଜନତା ପାର୍ଟି ସ୍ପଷ୍ଟ କରିଛି ଯେ ପ୍ରାଥମିକ ଦାବି ହେଉଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

ବାବୁଙ୍କ ବିଦେଶଯାତ୍ରାରେ ଅଙ୍କୁଶ: ଏଣିକି ସରକାରଙ୍କ ଅନୁମତି ବାଧ୍ୟତାମୂଳକ

ଭୁବନେଶ୍ୱର,୨୫।୭ (ରବିନାରାୟଣ ଜେନା):ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଧିକାଂଶ ସମୟରେ ସରକାରଙ୍କ ବିନା ଅନୁମତିରେ ଛୁଟି ନେଇ ବ୍ୟକ୍ତିଗତ କାର୍ଯ୍ୟରେ ବିଦେଶ ଯାତ୍ରା କରୁଛନ୍ତି। ଏହାଦ୍ୱାରା କେବଳ…

ରେକର୍ଡ କଲା PM ମୋଦିଙ୍କ ଭିଡିଓ, ୨୪ ଘଣ୍ଟାରେ ସବୁଠୁ ଅଧିକ…

ନୂଆଦିଲ୍ଲୀ,୨୫।୭: CJP ବିକ୍ଷୋଭକାରୀ ଏବଂ ସରକାରଙ୍କ ମଧ୍ୟରେ ଶନିବାର ଆଉ ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ଉପରେ କେନ୍ଦ୍ରିତ…

୩୦ ଯାଏ ବର୍ଷା, ଆଜି ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୫ା୭(ବନ୍ଦନା ସେଠୀ):ବର୍ତ୍ତମାନ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ…

ସରକାରଙ୍କ ଉପରେ ବଢୁଛି ଚାପ: ଏବେ କ’ଣ କରିବେ ମୋଦି

ନୂଆଦିଲ୍ଲୀ,୨୫ା୭(ପି.ଟି./ଏଜେନ୍ସି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନ ସରକାରଙ୍କ ଉପରେ ବଡ଼ ଚାପ ସୃଷ୍ଟି କରିଛି। ଶୁକ୍ରବାର ସରକାର ଓ…

ଶତାବ୍ଦୀର ସବୁଠାରୁ ମହଙ୍ଗା ଛାଡ଼ପତ୍ର; ସ୍ତ୍ରୀଙ୍କୁ ଏତେ କୋଟି ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ, ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ସିଓଲ,୨୫।୭: ଦକ୍ଷିଣ କୋରିଆର ଜଣାଶୁଣା ‘ଏସକେ ଗ୍ରୁପ’ର କୋଟିପତି ଚେୟାରମାନ ଚେ ତେ-ଓ୍ବନ ତାଙ୍କ ପୂର୍ବତନ ସ୍ତ୍ରୀ ରୋ ସୋ-ୟଙ୍ଗଙ୍କୁ ୯୪୪ ବିଲିୟନ ଓ୍ବନ୍‌ ପ୍ରାୟ ୬୪୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri