ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମହିଳାଙ୍କ ପାଇଁ ରହିବ ସ୍ବତନ୍ତ୍ର ମତଦାନ କେନ୍ଦ୍ର

ମୁମ୍ବାଇ,୨୮।୩: ଆସନ୍ତା ମାସରେ ହେବାକୁ ଥିବା ଲୋକ ସଭା ନିର୍ବାଚନରେ ମହିଳାମାନଙ୍କୁ ଅଧିକ ମାତ୍ରାରେ ସାମିଲ କରିବା ଲାଗି ମହାରାଷ୍ଟ୍ର ସରକାର ଏକ ଅଭିନବ ଉପାୟ ଚିନ୍ତା କରିଛନ୍ତି। ଏଥର ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମତଦାନ ଲାଗି ମହିଳାମାନଙ୍କ ପାଇଁ ସ୍ବତନ୍ତ୍ର କେନ୍ଦ୍ର ଖୋଲା ଯିବାକୁ ଯୋଜନା କରାଯାଇଛି। ରାଜ୍ୟ ନିର୍ବାଚନ କାର୍ଯ୍ୟାଳୟରୁ ଜାରି କରାଯାଇଥିବା ଏକ ପ୍ରେସ୍‌ ବିଜ୍ଞପ୍ତିରେ ଏହା ଉଲ୍ଲେଖ କରାଯାଇଛି। ସୂଚନାଯୋଗ୍ୟ, ଏହି ମତଦାନ କେନ୍ଦ୍ରର ନାଁ ରଖାଯାଇଛି ‘ସଖି’। ଏଥିରେ ସମସ୍ତ ପୋଲିସକର୍ମୀ, ମତଦାନ ଅଧିକାରୀ ଓ ଅନ୍ୟ ସଦସ୍ୟମାନେ ମଧ୍ୟ ମହିଳା ରହିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

ଆଶାଠାରୁ ଅଧିକ ଗରମ ହେଲାଣି ପ୍ରଶାନ୍ତ ମହାସାଗର; ଭାରତକୁ ମାଡି ଆସୁଛି ପ୍ରଚଣ୍ଡ ଗରମ ସହ ମରୁଡ଼ିର ବିପଦ…

ନୂଆଦିଲ୍ଲୀ,୧୭।୫: ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ଏକ ନୂତନ ଚେତାବନୀ ବର୍ତ୍ତମାନ ବିଶ୍ୱବ୍ୟାପୀ ପାଣିପାଗ ବିଭାଗ ମଧ୍ୟରେ ନିରନ୍ତର ଆଲୋଚନାର ବିଷୟ। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡୁଛି ଯେ ଆଗାମୀ…

ସୁନା କ୍ରୟକୁ ନେଇ ଆସିଲା ବଡ଼ ଖବର, ମୋଦିଙ୍କ ଅପିଲ ପରେ ୧୦ରୁ ୬ ଜଣ ବଦଳାଇଲେ ନିଷ୍ପତ୍ତି: ସର୍ଭେ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ ପରେ, ଦେଶରେ ସୁନା କ୍ରୟ ସମ୍ପର୍କରେ ସାଧାରଣ ଲୋକଙ୍କ ଭାବନା ପରିବର୍ତ୍ତନ ହେଉଥିବା ପରି ମନେ ହେଉଛି। LocalCircles ଦ୍ୱାରା…

NEET ପେପର ଲିକ୍ ପ୍ରସଙ୍ଗ; ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ରାହୁଲ, ଶିକ୍ଷାମନ୍ତ୍ରୀଙ୍କୁ କାହିଁକି….

ନୂଆଦିଲ୍ଲୀ,୧୭।୫: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ NEET ପେପର ଲିକ୍ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ କଡା ଟାର୍ଗେଟ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ ଉଠାଇ ସେ…

IPL 2026ରେ ହଠାତ ବଦଳିଲେ RCB କ୍ୟାପଟେନ, ରଜତ ପାଟିଦାରଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୭।୫: ରଜତ ପାଟିଦାର IPL 2026 ର 61 ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଖେଳୁନାହାଁନ୍ତି। ଏହି ମୁକାବିଲା ଉଭୟ ପଞ୍ଜାବ କିଙ୍ଗସ ଏବଂ…

ନିଆରା ପ୍ରେମ… ଚତୁର୍ଥ ଥର ପାଇଁ ବର ହେଲେ ୬୫ ବର୍ଷୀୟ ବୃଦ୍ଧ, ୬୨ ବର୍ଷୀୟ ବୃଦ୍ଧାଙ୍କୁ କଲେ ବିବାହ

ପାଟନା,୧୭ା୫: କୁହାଯାଏଯେ ପ୍ରେମ ଏବଂ ସାଥିର କୌଣସି ବୟସ ନଥାଏ । ଏହି ଭାବନାର ଏକ ହୃଦୟସ୍ପର୍ଶୀ ଉଦାହରଣ ବିହାରର ଜାମୁଇ ଜିଲାରୁ ସାମ୍ନାକୁ ଆସିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri