ଖଜୁରିପଡା,୧୨।୫(ଡି.ଏନ.ଏ.): କନ୍ଧମାଳ ଜିଲା ଖଜୁରିପଡା ଥାନା ଟିଟ୍ରାପଙ୍ଗା ପଞ୍ଚାୟତ ଭୁକ୍ତାକନାଡ଼ି ଗ୍ରାମର ବିନାୟକ କହଁରଙ୍କର ମହାରାଷ୍ଟ୍ରରେ ମୃତ୍ୟୁ ଘଟିିଥିଲା। ସୋମବାର ତାଙ୍କ ମୃତଦେହ ଗଁାକୁ ଆସିବା ସଂସ୍କାର କରାଯାଇଛି। ବିନାୟକ ୨ ଦୁଇବର୍ଷ ହେଲା ମହାରାଷ୍ଟ୍ରର ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ଶୁକ୍ରବାର ସନ୍ଧ୍ୟାରେ ସେ ପରିବାର ଲୋକଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଥିଲେ। ଶନିବାର ତାଙ୍କର ମୃତ୍ୟୁ ହୋଇଥିବା କମ୍ପାନୀରୁ ଫୋନ ଆସିଥିଲା। ଏହା ଶୁଣିବା ପରେ ପରିବା ଲୋକେ ସରପଞ୍ଚ ଓ ବ୍ଲକ ଅଧ୍ୟକ୍ଷଙ୍କୁ ଭେଟି ମୃତଦେହକୁ ଆଣିବା ବ୍ୟବସ୍ଥା କରିବାକୁ ଜିଲା ପ୍ରଶାସନକୁ ଲିଖିତ ଅନୁରୋଧ କରିଥିଲେ। ଜିଲା ପ୍ରଶାସନ ଓ ଶ୍ରମ ବିଭାଗ ଉଦ୍ୟମରେ ଆମ୍ବୁଲାନ୍ସରେ ମୃତଦେହ ଆସିଥିଲା। ପରେ ଏସ୍ଡିପିଓ ମହେନ୍ଦ୍ର ନାଥ ମୁର୍ମୁ, ଥାନା ଅଧିକାରୀ ରମାକାନ୍ତ ପାତ୍ର, ବ୍ଲକ ଅଧ୍ୟକ୍ଷ ବୀରେନ୍ଦ୍ର କୁମାର କହଁର ପ୍ରମୁଖଙ୍କ ଉପସ୍ଥିତିରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା।
ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ୍: ଶାଳ ପତ୍ର ବ୍ୟବହାର ପାଇଁ ସଂକଳ୍ପ
ଦାରିଙ୍ଗବାଡି, ୯/୧୨(ଅରୁଣ ସାହୁ):ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି । ଅଞ୍ଚଳରେ ବହୁଳ ପ୍ଲାଷ୍ଟିକ ବ୍ୟବହାର ପର୍ଯ୍ୟଟନ କ୍ଷେତ୍ରର ପରିବେଶ...
ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ
ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...
ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ
ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...
ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା
ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...
ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…
ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬...
୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ: ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା
ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...
ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର
ଖଜୁରୀପଡ଼ା,୭।୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର...
ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର
ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...
Archives


