ଖଜୁରିପଡା,୧୨।୫(ଡି.ଏନ.ଏ.): କନ୍ଧମାଳ ଜିଲା ଖଜୁରିପଡା ଥାନା ଟିଟ୍ରାପଙ୍ଗା ପଞ୍ଚାୟତ ଭୁକ୍ତାକନାଡ଼ି ଗ୍ରାମର ବିନାୟକ କହଁରଙ୍କର ମହାରାଷ୍ଟ୍ରରେ ମୃତ୍ୟୁ ଘଟିିଥିଲା। ସୋମବାର ତାଙ୍କ ମୃତଦେହ ଗଁାକୁ ଆସିବା ସଂସ୍କାର କରାଯାଇଛି। ବିନାୟକ ୨ ଦୁଇବର୍ଷ ହେଲା ମହାରାଷ୍ଟ୍ରର ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ଶୁକ୍ରବାର ସନ୍ଧ୍ୟାରେ ସେ ପରିବାର ଲୋକଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଥିଲେ। ଶନିବାର ତାଙ୍କର ମୃତ୍ୟୁ ହୋଇଥିବା କମ୍ପାନୀରୁ ଫୋନ ଆସିଥିଲା। ଏହା ଶୁଣିବା ପରେ ପରିବା ଲୋକେ ସରପଞ୍ଚ ଓ ବ୍ଲକ ଅଧ୍ୟକ୍ଷଙ୍କୁ ଭେଟି ମୃତଦେହକୁ ଆଣିବା ବ୍ୟବସ୍ଥା କରିବାକୁ ଜିଲା ପ୍ରଶାସନକୁ ଲିଖିତ ଅନୁରୋଧ କରିଥିଲେ। ଜିଲା ପ୍ରଶାସନ ଓ ଶ୍ରମ ବିଭାଗ ଉଦ୍ୟମରେ ଆମ୍ବୁଲାନ୍ସରେ ମୃତଦେହ ଆସିଥିଲା। ପରେ ଏସ୍ଡିପିଓ ମହେନ୍ଦ୍ର ନାଥ ମୁର୍ମୁ, ଥାନା ଅଧିକାରୀ ରମାକାନ୍ତ ପାତ୍ର, ବ୍ଲକ ଅଧ୍ୟକ୍ଷ ବୀରେନ୍ଦ୍ର କୁମାର କହଁର ପ୍ରମୁଖଙ୍କ ଉପସ୍ଥିତିରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା।
ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…
ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…
ରାଇକିଆରେ ଦେବସ୍ନାନ ପୂର୍ଣ୍ଣିମା: ହାତୀ ବେଶରେ ଦର୍ଶନ ଦେଲେ ମହାପ୍ରଭୁ
ରାଇକିଆ,୨୯/୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଏଥିରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି। ପୂର୍ବାହ୍ନରେ ମନ୍ଦିର ପରିସରସ୍ଥ…
ଗାଁ ଗାଁ ବୁଲି ଡବଲ୍ ଇଞ୍ଜିନ ସରକାରର ସଫଳତା ବାଣ୍ଟୁଛନ୍ତି ଭାଜପା କର୍ମୀ: ବୁଦ୍ଧିଜୀବୀଙ୍କୁ ସାକ୍ଷାତ କଲେ ମାନଗୋବିନ୍ଦ
ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ):ରାଜ୍ୟ ସରକାରଙ୍କ ୨ ବର୍ଷ ଓ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଭାଜପା ଉଭୟ ସରକାରଙ୍କ ସଫଳତା ଓ କାର୍ଯ୍ୟଧାରା…
୩ ଜିଲାର ସୀମାରେ ପହଞ୍ଚିଲେ ଭାଜପାର ନେତା, ବିଧାୟକ ଉଦଘାଟନ କଲେ …
ଦାରିଙ୍ଗବାଡି,୨୯।୬(ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପା ସଂଗଠନକୁ ସୁଦୃଢ଼ କରିବା ପାଇଁ ନେତା ଏବଂ କର୍ମୀମାନେ ଅଣ୍ଟା ଭିଡିଛନ୍ତି । ସମସ୍ତ ବୁଥ ସ୍ତରରେ କର୍ମୀମାନେ ପ୍ରତେକ…
ପ୍ରଥମ ଥର ଗଜାନନ ବେଶ ଧାରଣ କଲେ ଶ୍ରୀଜଗନ୍ନାଥ: ନୂତନ ସ୍ନାନମଣ୍ଡପ ପ୍ରତିଷ୍ଠା
ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ): ପବିତ୍ର ସ୍ନାନଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ପୁରୀ ସମେତ ସମଗ୍ର ରାଜ୍ୟରେ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଭକ୍ତିଭାବର ସହ ପାଳିତ ହେଉଥିବା ବେଳେ କନ୍ଧମାଳ…
ଜି ଉଦୟଗିରିରେ ମହାପ୍ରଭୁଙ୍କ ହାତୀବେଶ, ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ…
ଜି ଉଦୟଗିରି, ୨୯ା୬(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ଆଜି ଅର୍ଥାତ୍ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ସୋମବାର ଦିନ ସ୍ନାନ ପୂର୍ଣ୍ଣିମା ଉପଲକ୍ଷେ…
ପ୍ରଦୀପଙ୍କ ମୃତ୍ୟୁକୁ ନେଇ ଅଞ୍ଚଳରେ ଶୋକର ଛାୟା, ସହଯୋଗର ହାତ ବଢ଼ାଇଲେ ସାଥି ଶିକ୍ଷକ
ଦାରିଙ୍ଗବାଡି,୨୮ା୬(ଅରୁଣ ସାହୁ): ଜଣେ ଶିକ୍ଷକଙ୍କ ମୃତ୍ୟୁ ପରେ ତାଙ୍କ ସାଥି ଶିକ୍ଷକ ମାନେ ମୃତକଙ୍କ ପରିବାର ଲୋକଙ୍କୁ ସହାୟତାର ହାତ ବଢ଼ାଇ ଚର୍ଚ୍ଚାକୁ ଆସିଛନ୍ତି । ପ୍ରକାଶଯୋଗ୍ୟ…
ଗଞ୍ଜେଇ ଚାଲାଣବେଳେ ମାଡ଼ିବସିଲା ପୋଲିସ: ବାଇକ୍ ସହ ୨୨ କେଜି ଗଞ୍ଜେଇ ଜବତ କରି…
ଦାରିଙ୍ଗବାଡ଼ି,୨୮ା୬(ଅରୁଣ ସାହୁ): ଗଞ୍ଜେଇ ଚୋରା କାରବାରରେ ଯୁବଗୋଷ୍ଠୀ ବେଶି ସଂଶ୍ଲିଷ୍ଟ ରହୁଥିବା ପୋଲିସର ଗିରଫରୁ ଜଣାପଡ଼ିଛି। ଏଭଳି ଘଟଣା କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ଦେଖାଯାଉଥିବାବେଳେ ଜିଲାର…
Archives

