ମହାରାଷ୍ଟ୍ରରେ କାମ କଲା ମୋଦିଙ୍କ ଯାଦୁ: ବଲିଉଡ୍‌ ପ୍ରଯୋଜକ

ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ଏବେ ଅନେକ ସ୍ଥାନରେ ଭାଜପା ଏକ ପ୍ରକାର ବିଜୟ ଉତ୍ସବ ପାଇଁ ପ୍ରସ୍ତୁତ ହୋଇ ସାରିଥିବା ଦେଖାଯାଇଛି। ତେବେ ଏହାକୁ ନେଇ ଏବେ ସୋସିଆଲ ମିଡିଆରେ ମଧ୍ୟ ବଲିଉଡ୍‌ ନିର୍ଦ୍ଦେଶକଙ୍କ ଟୁଇଟ୍‌ ଭାଇରାଲ ହୋଇଛି। ଏହାକୁ ନେଇ ବଲିଉଡ୍‌ ଷ୍ଟାରମାନଙ୍କର ରିଆକଶନ୍‌ ମଧ୍ୟ ଦେଖିବାକୁ ମିଳିଛି। ପୁଣିଥରେ ଫଡନବିଶ ମୁଖ୍ୟମନ୍ତ୍ରୀ ହେବେ ବୋଲି ଅଧିକାଂଶ ବଲିଉଡ୍‌ ଷ୍ଟାର ମତ ରଖିଛନ୍ତି। ତେବେ ବଲିଉଡ୍‌ ପ୍ରଯୋଜକ ଅଶୋକ ପଣ୍ଡିତ ପ୍ରଥମେ ଟୁଇଟ୍‌ କରି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ, ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହାସହ ଅଶୋକ କହିଛନ୍ତି ମହାରାଷ୍ଟ୍ରରେ ମୋଦୁଙ୍କ ଯାଦୁକାମ କରିଛି। ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ଗତ ୨୧ ତାରିଖରେ ନିର୍ବାଚନ ହୋଇଥିବା ବେଳେ ଏଥିରେ ୩,୨୩୭ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ବନ୍ଦ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ ୫୦୦ଟଙ୍କିଆ ନୋଟ? ଜାଣି ନିଅନ୍ତୁ ବଡ଼ ସୂଚନା

ନୂଆଦିଲ୍ଲୀ,୨୦।୧: ଦେଶର ବ୍ୟାଙ୍କିଙ୍ଗ ନିୟାମକ, ଭାରତୀୟ ରିଜର୍ଭ ବ୍ୟାଙ୍କ, ସରକାରଙ୍କ ସହଯୋଗରେ ପୁଣି ଥରେ ବିମୁଦ୍ରାକରଣ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି କି? ପ୍ରାୟ ଏକ ଦଶନ୍ଧି...

ପାଳ ଗଦା ନିଆଁରେ ମହିଳା ଜୀବନ୍ତ ଦଗ୍ଧ: ବାପ ଲୋକେ ଆଣିଲେ ହତ୍ୟା ଅଭିଯୋଗ

ପାରାଦୀପ,୨୦।୧: ଜଗତସିଂହପୁର ଜିଲା ଲକ୍‌ ଥାନା ପିପ୍ପଳ ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାଳ ଗଦା ନିଆଁରେ ପୋଡ଼ିହୋଇ ଜଣେ ମହିଳା ଜୀବନ୍ତ...

ଅଟୋକୁ ଧକ୍କା ଦେଲା ଅକ୍ଷୟ କୁମାରଙ୍କ ଗାଡି: ମୋଟାଅଙ୍କର କ୍ଷତିପୂରଣ ଦାବି କଲେ ଅଟୋ ଡ୍ରାଇଭରଙ୍କ ଭାଇ!

ମୁମ୍ବାଇ,୨୦।୧: ମୁମ୍ବାଇର ଜୁହୁ ଅଞ୍ଚଳରେ ସୋମବାର ରାତିରେ ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ସୁରକ୍ଷା ଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣା ପରେ...

ବଢିଲା ଅଡୁଆ: ଜେଲର, ଅଧୀକ୍ଷକଙ୍କୁ ଏକ୍ସପ୍ଲାନେଶନ ଚିଠି

କଟକ,୨୦।୧: ଚୌଦ୍ୱାର ଜେଲ ପୂର୍ବତନ ଜେଲର ଏବଂ ଅଧୀକ୍ଷକଙ୍କ କଳି ଏବେ ପଦାରେ ପଡିଛି। ଘଟଣାକୁ ନେଇ କ୍ୟାମେରା ଆଗରେ ଉତ୍ତର ରଖିଛନ୍ତି DIG ବୀରେନ...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ଚା’ ବଦଳରେ ସକାଳୁ ଏଥିରୁ ପିଅନ୍ତୁ ଗୋଟିଏ ଗ୍ଲାସ, ଉପକାରିତା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟଙ୍କ ସକାଳ ଗରମ ଚା’ ସହିତ ଆରମ୍ଭ ହୁଏ। ତଥାପି, ଖାଲି ପେଟରେ ଚା ପିଇବା ସ୍ବାସ୍ଥ୍ୟକର ନୁହେଁ। ଯଦି ଆପଣ ଏକ...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି, ଘଟଣାସ୍ଥଳରେ ନଥିଲେ କେହି…

ମୋହନା, ୨୦।୧( ମନ୍ମଥ ମିଶ୍ର ): ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି। ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ନିକଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri