ମହାରାଷ୍ଟ୍ରରେ ଛିଣ୍ଡିଲା ଆସନ ଭାଗବଣ୍ଟା :ଭାଜପା ୧୪୪, ଶିବସେନା ୧୨୬

ନୂଆଦିଲ୍ଲୀ,୨୭।୯:ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା ଓ ଶିବସେନା ଏକାଠି ମିଶି ନିର୍ବାଚନ ଲଢୁଥିବାବେଳେ ଗୁରୁବାର ଏମାନଙ୍କ ମଧ୍ୟରେ ଆସନ ଭାଗବଣ୍ଟା ଛିଡ଼ିଛି। ମୋଟ ୨୮୮ ଆସନ ମଧ୍ୟରୁ ଭାଜପା ୧୪୪ ଓ ଶିବସେନା ୧୨୬ ଆସନରେ ସେମାନଙ୍କ ପ୍ରାର୍ଥୀ ଦେବା ଲାଗି ନିଷ୍ପତ୍ତି ହୋଇଛି। ଛୋଟ ଛୋଟ ଦଳଗୁଡ଼ିକ ଲାଗି ୧୮ ଆସନ ଛଡ଼ାଯାଇଛି। ଉପମୁଖ୍ୟମନ୍ତ୍ରୀ ପଦ ଶିବସେନାକୁ ମିଳିବ ବୋଲି ଜଣାପଡ଼ିଛି। ପ୍ରକାଶଥାଉ କି, ଅକ୍ଟୋବର ୨୧ରେ ମହାରାଷ୍ଟ୍ର ବିଧାନସଭା ଲାଗି ଭୋଟ ହେବାକୁ ଥିବାବେଳେ ୨୪ରେ ଫଳାଫଳ ପ୍ରକାଶ ପାଇବ।
ମୁମ୍ବାଇସ୍ଥିତି ଦଳୀୟ ମୁଖ୍ୟାଳୟରେ ଗୁରୁବାର ପୂର୍ବାହ୍ନରେ ଭାଜପା ଅଧ୍ୟକ୍ଷ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଏନେଇ ବୈଠକ ବସିଥିଲା। ଏଥିରେ ଭାଜପା କାର୍ଯ୍ୟକାରୀ ସଭାପତି ଜେ.ପି. ନଡ୍ଡା, କେନ୍ଦ୍ରମନ୍ତ୍ରୀ ନୀତୀନ ଗଡକରୀ, ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ଙ୍କ ସହ ଦଳର କୋର୍‌ କମିଟି ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri