Posted inଜାତୀୟ

ମହାରାଷ୍ଟ୍ରରେ ବର୍ଷା ବିତ୍ପାତ: ୨୨ ଫୁଟ ଉଚ୍ଚ କାନ୍ଥ ତଳେ ଚାପି ହେଲେ ୧୭ ଲୋକ

ପୁଣେ,୨୯।୬: ପ୍ରବଳ ବର୍ଷା ଯୋଗୁ ମହାରାଷ୍ଟ୍ରରେ ସୃଷ୍ଟି ହୋଇଛି ଅଭାବନୀୟ ସ୍ଥିତି। ପୁଣେର କୋଣ୍ଡଓ୍ବାସ୍ଥିତ ତାଲାବ୍‌ ମସଜିଦ୍‌ ଅଞ୍ଚଳରେ ଏକ ୨୨ପୁଟ ଉଚ୍ଚ କାନ୍ଥ ପ୍ରବଳ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଛି। ଏହି ଘଟଣାରେ କାନ୍ଥ ତଳେ ଚାପି ୧୭ ଲୋକଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୪ ଜଣ ଛୋଟ ପିଲା ଥିବା କୁହାଯାଉଛି। ୩ ଜଣ ଲୋକଙ୍କର ମୃତଦେହ ଉଦ୍ଧାର ହୋଇଥିବାବେଳେ ଯୁଦ୍ଧକାଳୀନ ଭିତ୍ତିରେ ବିପର୍ଯ୍ୟୟ ପ୍ରଶମନ ଦଳ ପକ୍ଷରୁ କାର୍ଯ୍ୟ ଜାରି ରହିଛି। ଏହି ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାତି ଗୋଟାଏ ୪୫ରେ ଏହି ନିର୍ମାଣଧୀନ ସ୍ଥଳରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ଫଳରେ କାନ୍ଥ ପାର୍ଶ୍ୱରେ କୁଡ଼ିଆ କରି ରହୁଥିବା ଶ୍ରମିକଙ୍କ ଉପରେ ଏହା ପଡ଼ିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri