ମୁମ୍ବାଇ,୨୩।୧୨: ମହାରାଷ୍ଟ୍ର ସତାରା ଜିଲାର କୋୟନା ଅଞ୍ଚଳରେ ସୋମବାର ସକାଳେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୨.୬ ରହିଥିଲା। ଏଥିରେ କେହି ମୃତାହତ ହୋଇଥିବା ସୂଚନା ମିଳିନାହିଁ। ଏହି ଭୂକମ୍ପର କେନ୍ଦ୍ରସ୍ଥଳ କୋୟନା ବନ୍ଧରୁ ୮ କିଲୋମିଟର ଦୂରରେ ରହିଥିବା ଜଣାପଡ଼ିଛି।
ମୁମ୍ବାଇ,୨୩।୧୨: ମହାରାଷ୍ଟ୍ର ସତାରା ଜିଲାର କୋୟନା ଅଞ୍ଚଳରେ ସୋମବାର ସକାଳେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୨.୬ ରହିଥିଲା। ଏଥିରେ କେହି ମୃତାହତ ହୋଇଥିବା ସୂଚନା ମିଳିନାହିଁ। ଏହି ଭୂକମ୍ପର କେନ୍ଦ୍ରସ୍ଥଳ କୋୟନା ବନ୍ଧରୁ ୮ କିଲୋମିଟର ଦୂରରେ ରହିଥିବା ଜଣାପଡ଼ିଛି।
ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…
ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…
ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…
ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…
ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…
ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍ ଗୁମୁଡ଼ା ଏସ୍ଏସ୍ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…
ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…
ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…