Posted inଜାତୀୟ

ମହାରାଷ୍ଟ୍ରରେ ମୌସୁମୀ

ମୁମ୍ବାଇ,୧୧।୬: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ମହାରାଷ୍ଟ୍ରରେ ପହଞ୍ଚିଥିବା ସୂଚନା ଦେଇଛନ୍ତି ମହାରାଷ୍ଟ୍ର ପାଣିପାଗ ବିଭାଗର ବିଶେଷଜ୍ଞ କେଏସ୍‌ ହୋସାଲିକର। ଏଥର ମହାରାଷ୍ଟ୍ରରେ ଭଲ ବର୍ଷା ହେବ ବୋଲି ସେ କହିଛନ୍ତି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମରାଠଓ୍ବାଡା ଓ ମଧ୍ୟ ମହାରାଷ୍ଟ୍ରରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହା ୪ ଦିନ ଲାଗି ରହିପାରେ। ସୂଚନାଯୋଗ୍ୟ, ଏଥର ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଠିକ୍‌ ଜୁନ ପ୍ରଥମ ସପ୍ତାହରେ କେରଳ ଛୁଇଁଥିଲା ମୌସୁମୀ। ଚଳିତ ବର୍ଷ ଭଲ ବର୍ଷା ହେବ ବୋଲି ମଧ୍ୟ ଏଥର ପାଣିପାଗ ବିଭାଗ ଆକଳନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?