ମହାଲିଙ୍ଗା ମହାବିଦ୍ୟାଳୟଠାରେ ଗ୍ରାମପଞ୍ଚାୟତ ତରଫରୁ ଚାରାରୋପଣ

ଗୋଲାମୁଣ୍ଡା/କେଗାଁ,୧୫।୯(ଡି.ଏନ.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ମହାଲିଙ୍ଗା ଗ୍ରାମପଞ୍ଚାୟତ ତରଫରୁ ସ୍ଥାନୀୟ ଆଞ୍ଚଳକି ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗ୍ରାମପଞ୍ଚାୟତ ସରପଞ୍ଚ ସୁଶାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ମହାବିଦ୍ୟାଳୟ ସଭାପତି ଗୋବିନ୍ଦ ସାହୁ ମୁଖ୍ୟଅତିଥି ଭାବେ ଯୋଗଦାନ କରି ଚାରାରୋପଣ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ମହାବିଦ୍ୟାଳୟ ଚର୍ତୁଃପାର୍ଶ୍ୱରେ ଅନେକ ମୁଲ୍ୟବାନ ଚାର ରୋପଣ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟ ଅଧ୍ୟକ୍ଷ ରଣଜିତ ସାହୁ, ନିଧି ପୁଟେଲ, ବାସୁଦେବ ପଣ୍ଡା, ଜାଜ୍ଞସ ମେହେର, ରମେଶ ଦାଶ ତଥା ଛାତ୍ରୀଛାତ୍ର ଉପସ୍ଥିତ ରହି ଚାରା ରୋପଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର…

ଧର୍ମ ପରିବର୍ତ୍ତନ କରିଥିବାରୁ ସତ୍କାର ପାଇଁ ଶ୍ମଶାନରେ ମିଳିଲାନି ଜାଗା: ଶେଷରେ…

ରାଇଘର/ଉମରକୋଟ, ୧୫।୪ (କିରଣ ପଟ୍ଟନାୟକ/ ସନ୍ତୋଷ ଶତପଥୀ): ମୂଳ ଧର୍ମ ଛାଡ଼ି ଅନ୍ୟ ଧର୍ମ ଗ୍ରହଣ କରିଥିବାରୁ ଗାଁ ଶ୍ମଶାନରେ ସତ୍କାର ପାଇଁ ଶବକୁ ମିଳୁନାହିଁ ସ୍ଥାନ…

ସମୁଦ୍ରରେ ମାଛ ଧରିବା ନିଷେଧ: ଏତିକି ଦିନ ଯାଏ କଟକଣା ଲାଗୁ କଲେ ସରକାର

ଛତ୍ରପୁର,୧୫।୪(ଦିଲ୍ଲୀପ ସାମଲ ): ଆଜିଠୁ ଜୁନ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରେ ମାଛ ଧରିବା ନିଷେଧ। ଏନେଇ ମତ୍ସ୍ୟ ବିଭାଗ ପକ୍ଷରୁ କଟକଣା ଜାରି ହୋଇଛି…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିବାହ ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କ ସହ ଶାରୀରୀକ ସମ୍ପର୍କ ରଖୁଥିଲେ କଲେଜର ଅଧ୍ୟାପକ, ବିବାହ ପାଇଁ କହିବାରୁ…

ଦେବଗଡ,୧୫।୪(ଶଶାଙ୍କ ଶେଖର ଝାଙ୍କର): ବିବାହ ପ୍ରଲୋଭନ ଦେଖାଇ ଜଣେ ଛାତ୍ରୀଙ୍କ ସହିତ ଶାରୀରୀକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା ଅଭିଯୋଗରେ ଏକ କଲେଜର ଜଣେ ଅଧ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri