ମହିମା ଟୁଙ୍ଗିରେ ନବାନ୍ନ

କାମାକ୍ଷାନଗର, ୪ ।୯-କାମାକ୍ଷାନଗର ମହିମା ଟୁଙ୍ଗିରେ ମଙ୍ଗଳବାର ନବାନ୍ନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ବ୍ରାହ୍ମମୁହୂର୍ତ୍ତରେ ମହିମା ଧର୍ମାବଲମ୍ବୀମାନେ ଶୁଦ୍ଧପୂତ ହୋଇ ମଠରେ ଏକାଠି ହୋଇଥିଲେ। ନୂଅଁା ଧାନରୁ ଚୁଡ଼ା ପ୍ରସ୍ତୁତ କରି ମାଟି ହାଣ୍ଡିରେ କ୍ଷୀର, ଗୁଡ଼, ଘିଅ, ମହୁ, ଦହି, ଛେନା ନଡ଼ିଆ, କଦଳୀ, ସେଓ, ଅଙ୍ଗୁର ସମେତ ଶର୍କରା ମିଶ୍ରଣ କରି ନବାନ୍ନ ପ୍ରସ୍ତୁତ କରାଯାଇ ମହିମା ଗୋସାଇଁଙ୍କୁ ଅର୍ପଣ କରାଯାଇଥିଲା। ସାଧୁସନ୍ଥମାନେ ସାମୂହିକ ପ୍ରସାଦ ସେବନ କାର୍ଯ୍ୟକ୍ରମରେ ସାମିଲ ହେବା ସହ ଜଗତ କଲ୍ୟାଣ କାମନା କରିଥିଲେ। ମହିମା ଅଲେଖ ଧ୍ବନିରେ ପରିବେଶ ପ୍ରକମ୍ପିତ ହୋଇଉଠିଥିଲା।
ମଠ ପରିଚାଳକ ଖଗ ବାବାଙ୍କ ନେତୃତ୍ୱରେ କୌପିନଧାରୀ ମହିମା ସମାଜ ପରିଚାଳକ ଅବିନାଶୀ ବାବା, ପରିବ୍ରାଜକ ନିମାଇଁ ବାବା, ସମ୍ବଲପୁର-ବରଗଡ଼ ସଭାପତି ଲାଲମୋହନ ବାବା, ପରମାନନ୍ଦ ବାବା, ଦୁଃଖବନ୍ଧୁ ବାବା, ଅପର୍ତ୍ତି ଦାସ, ଗୋଲେଖ ଦାସ, ତରୁଣ ଦାସ, ବିଭୂତି ଭୂଷଣ ମହାନ୍ତି, ବିଦେଶୀ ଦେହୁରୀ, ଭଜମନ ଓଝା, ମନମୋହନ ସାହୁ, ସନ୍ତୋଷ ସାହୁଙ୍କ ସମେତ ଶତାଧିକ ଅନୁଗାମୀ ଉପସ୍ଥିତ ରହି ନବାନ୍ନ ଭକ୍ଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର...

ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ

ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ...

ଗ୍ରୀଷ୍ମ ପ୍ରବାହକୁ ଖାତିର ନାହିଁ: ମାରାଥନ ପ୍ରଚାରରେ ପ୍ରାର୍ଥୀ

କେସିଙ୍ଗା,୩।୫(ତୁମେଶ୍ୱର ସାହୁ): ମେ’ ୧୩ରେ ଓଡ଼ିଶରେ ପ୍ରଥମ ପର୍ଯ୍ୟାୟ ଭୋଟ। ନିଜ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବେ କଳାହାଣ୍ଡି ଲୋକସଭା ଏବଂ ବିଧାନସଭା ନିର୍ବାଚନ...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା...

ଜୋରଦାର ହେବ ବାରବାଟୀ-କଟକ ନିର୍ବାଚନ ଲଢ଼େଇ

କଟକ, ୩ା୫(ଶିଳ୍ପା ପ୍ରିୟଦର୍ଶିନୀ):ନିର୍ବାଚନକୁ ମାତ୍ର ଅଳ୍ପଦିନ ବାକି ରହିଥିବାବେଳେ ସରଗରମ ହେବାରେ ଲାଗିଛି କଟକ ରାଜନୀତି। ଏପରି କି ସମସ୍ତ ନିର୍ବାଚନମଣ୍ଡଳୀ ଅପେକ୍ଷା ଏବେ ରୋଚକ...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri