Posted inଖେଳ

ମହିଳା ଚ୍ୟାଲେଞ୍ଜର ଟ୍ରଫି ଖରାପ ପାଗ ଯୋଗୁ ଆଶଙ୍କାରେ ପ୍ରଥମ ମ୍ୟାଚ

କଟକ ଅଫିସ,୪ା୧-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଆନୁକୂଲ୍ୟରେ ସିନିୟର ମହିଳା ଟି୨୦ ଚ୍ୟାଲେଞ୍ଜର ଟ୍ରଫି ଶନିବାରଠାରୁ ସ୍ଥାନୀୟ ବାରବାଟୀ ଷ୍ଟାଡିୟମରେ ଆରମ୍ଭ ହେବ। ପ୍ରଥମ ଦିବସରେ ଇଣ୍ଡିଆ-ଏ ଓ ଇଣ୍ଡିଆ-ବି ମଧ୍ୟରେ ମ୍ୟାଚ୍‌ ପାଇଁ କାର୍ଯ୍ୟସୂଚୀ ରହିଛି। ତେବେ ଅଦିନିଆ ବର୍ଷା ସହିତ ଖରାପ ଆଲୋକ ଯୋଗୁଁ ଏହି ମ୍ୟାଚ୍‌ ଖେଳାଯିବ ନେଇ ଆଶଙ୍କା ସୃଷ୍ଟି ହୋଇଛି। ଆଉଟଫିଲ୍ଡରେ ପାଣି ଜମି ରହିଥିବା ବେଳେ ପିଚ୍‌କୁ ଘୋଡାଇ ରଖାଯାଇଛି। ଶୁକ୍ରବାର ପୂର୍ବାହ୍ନରେ ଉଭୟ ଦଳ ବାରବାଟୀ ଷ୍ଟାଡିୟମକୁ ଅଭ୍ୟାସ ନିମନ୍ତେ ଆସିଥିଲେ। ହେଲେ ପାଗ ଖରାପ ରହିବା ଫଳରେ ଉଭୟ ଦଳର ଖେଳାଳି ଅଭ୍ୟାସ ଠିକ ଭାବେ କରି ପାରି ନାହାନ୍ତି। ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଇଣ୍ଡିଆ-ଏ ଦଳ ଓ ସ୍ମୃତି ମାନ୍ଧାନାଙ୍କ ନେତୃତ୍ୱାଧୀନ ଇଣ୍ଡିଆ-ବି ଦଳ ଦିନ ୧୧ଟାରେ ପହଞ୍ଚିଥିଲେ। ହରମନପ୍ରୀତଙ୍କ ଦଳ ପ୍ରଥମେ ଅଭ୍ୟାସ ପାଇଁ ପଡ଼ିଆକୁ ଓହ୍ଲାଇଥିଲେ। ପରେ ସ୍ମୃତି ମାନ୍ଧାନାଙ୍କ ଦଳ ଅଭ୍ୟାସ କରିଥିଲା। ସ୍ମୃତିଙ୍କ ଦଳରେ ଓଡ଼ିଆ ଖେଳାଳି ସୁଶ୍ରୀ ଦିବଦର୍ଶିନୀ ରହିଛନ୍ତି। ଅଭ୍ୟାସ କରି ନପାରି ୨ଟି ଯାକ ଦଳ କେବଳ ଓ୍ବାର୍ମଅପ୍‌ କରି ଦିନ ପ୍ରାୟ ୨ଟା ବେଳେ ପ୍ରତ୍ୟାବର୍ତ୍ତନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri