ମହିଳା ଜୀବିକା ସୁରକ୍ଷା ମଞ୍ଚର ବିକ୍ଷୋଭ

ଫିରିଙ୍ଗିଆ, ୨୭ା୯- ଭୂମିହୀନଙ୍କୁ ଜମି ପଟ୍ଟା ପ୍ରଦାନ ଦାବିରେ ଫିରିଙ୍ଗିଆ ମହିଳା ଜୀବୀକା ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ତହସିଲ କାର୍ଯ୍ୟାଳୟ ଫାଟକ ପାଖରେ ଧାରଣା ଦିଆଯାଇଛି। ପରେ ଏକ ଦାବିପତ୍ର ତହସିଲଦାରଙ୍କୁ ପ୍ରଦାନ କରାଯାଇଛି। ମହିଳା ସୁରକ୍ଷା ମଞ୍ଚ ବ୍ଲକରେ ୪ ବର୍ଷ ହେଲା କାମ କରିଆସୁଛି। ଭୂମିହୀନଙ୍କୁ ପଟ୍ଟା ପ୍ରଦାନ ନିମନ୍ତେ ବର୍ଷକ ମଧ୍ୟରେ ୨ ଥର ପଦଯାତ୍ରା ଦାବିପତ୍ର ପ୍ରଦାନ କରାଯାଇଛି। ହେଲେ କୌଣସି ପଦକ୍ଷେପ ନିଆଯାଉ ନାହିଁ। ଭୂମିହୀନଙ୍କୁ ୪ ଡେସିମିଲ ଜାଗା ପଟ୍ଟା ପେସା ଆଇନ ଅନୁସାରେ ପ୍ରଦାନ କରିବାକୁ ଜୀବୀକା ସୁରକ୍ଷା ମଞ୍ଚ ଦାବି କରୁଛି। ଯଦି ମାସକ ମଧ୍ୟରେ ହିତାଧିକାରୀଙ୍କୁ ଏହା ପ୍ରଦାନ କରା ଯାଏ ତାହାଲେ ରାଜରାସ୍ତାକୁ ଓହ୍ଲାଇବୁ ବୋଲି ମଞ୍ଚର ସଭାନେତ୍ରୀ ଗୀତା ଦିଗାଲ, ସମ୍ପାଦିକା ସାବିତ୍ରୀ ଦିଗାଲ, ସଦସ୍ୟ ନର୍ମଦା ଦିଗାଲ, କୁସୁମ ଦିଗାଲ, ସୁଭଦ୍ରା ଦିଗାଲ ପ୍ରମୁଖ ପ୍ରକାଶ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ୧୫ ପଞ୍ଚାତୟତର ମହିଳାମାନେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମିକୁ ପହଞ୍ଚି ପାରୁନି ଡ୍ୟାମ୍‌ ପାଣି: ବିଧାୟକଙ୍କୁ ଦାବିପତ୍ର ଦେଲେ ୪ ଗାଁର ଚାଷୀ

ଖଡ଼ିଆଳ,୧୮ା୫ (ସୁଜିତ କୁମାର ପ୍ରଧାନ): ଦୀପ ତଳ ଅନ୍ଧାର ଭଳି ତିଖାଲି ଡ୍ୟାମ୍‌ର ନାକ ତଳେ ଥିବା ଖଡ଼ିଆଳ ବ୍ଲକର ୪ ଗ୍ରାମର ଜମିକୁ ପାଣି ନ…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୫୪ଟି ବ୍ୟାଙ୍କ ଆକାଉଣ୍ଟ, ନଗଦ ୨୮ ଲକ୍ଷ, ଟଙ୍କା ବିପୁଳ ପରିମାଣର ଅଳଙ୍କାର ଜବତ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର

ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

ଆଶାକର୍ମୀଙ୍କ ବଢିଲା ଦରମା, ମହିଳାଙ୍କ ମାଗଣା ବସ୍‌ ଯାତ୍ରା…ସରକାରଙ୍କ ବଡ଼ ଘୋଷଣା

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ର ନୂତନ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ ଶପଥ ଗ୍ରହଣ କରିଛନ୍ତି। ଏହି ସମାରୋହରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ। ୟୁଡିଏଫ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri