Posted inଖେଳ

ମହିଳା ଟି୨୦: ବର୍ଷା ଯୋଗୁ ୨ୟ ମ୍ୟାଚ୍‌ ବାତିଲ

ସୁରତ, ୨୭।୯- ସ୍ଥାନୀୟ ଲାଲାଭାଇ କଣ୍ଟ୍ରାକ୍ଟର ଷ୍ଟାଡିୟମରେ ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ୍‌ ଦଳ ମଧ୍ୟରେ ଗୁରୁବାର ଖେଳାଯିବାକୁ ଥିବା ୨ୟ ଟି୨୦ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହୋଇଯାଇଛି। ପ୍ରବଳ ବର୍ଷା କାରଣରୁ ମ୍ୟାଚ୍‌ର ଟସ୍‌ ପଡ଼ିବା ସମ୍ଭବପର ହୋଇପାରି ନ ଥିଲା। ଫଳରେ ଅମ୍ପାୟର ମ୍ୟାଚ୍‌କୁ ବାତିଲ କରିବାକୁ ନିଷ୍ପତ୍ତି ନେଇଥିଲେ। ପାଞ୍ଚ ମ୍ୟାଚ୍‌ବିଶିଷ୍ଟ ସିରିଜର ୩ୟ ମ୍ୟାଚ୍‌ ରବିବାର ଏହି ଗ୍ରାଉଣ୍ଡରେ ଖେଳାଯିବ। ପୂର୍ବରୁ ପ୍ରଥମ ମ୍ୟାଚ୍‌କୁ ୧୧ ରନରେ ଜିତି ହର୍‌ମନପ୍ରୀତ୍‌ କୌରଙ୍କ ନେତୃତ୍ୱାଧୀନ ଭାରତ ସିରିଜରେ ୧-୦ରେ ଅଗ୍ରଣୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

AI Impact Summit 2026: ଭାରତ ମଣ୍ଡପମରେ ଝଲସିଲା ‘AI ମହାକୁମ୍ଭ’, ଦିଶିଲା ଭବିଷ୍ୟତର ଝଲକ

ନୂଆଦିଲ୍ଲୀ,୧୭।୨: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ AI ପ୍ରImpact Summit 2026କୁ ପ୍ରଯୁକ୍ତି ଜଗତର AI ମହାକୁମ୍ଭ ବୋଲି କୁହାଯାଉଛି। ଏହି ସମ୍ମିଳନୀରେ, ପ୍ରମୁଖ ଭାରତୀୟ ଏବଂ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri