Posted inଖେଳ

ମହିଳା ଟି୨୦ ବିଶ୍ୱକପ୍‌: ବାଂଲାଦେଶ ବିପକ୍ଷରେ ଅଷ୍ଟ୍ରେଲିଆର ସହଜ ବିଜୟ

କାନବେରା, ୨୭ା୨ (ପି.ଟି.)- ଚଳିତ ଆଇସିସି ମହିଳା ଟି୨୦ ଟୁର୍ନାମେଣ୍ଟରେ ଅଷ୍ଟ୍ରେଲିଆ ୮୬ରନରେ ବାଂଲାଦେଶକୁ ହରାଇ ଦେଇଛି। ଦଳକୁ ସହଜ ବିଜୟ ଦେବାରେ ଆଲିସା ହିଲି (୮୩ ରନ) ଓ ବେଥ୍‌ ମୁନି (୮୧*) ଙ୍କର ବିଶେଷ ଭୂମିକା ରହିଛି। ପ୍ରଥମ ଉଇକେଟରେ ଏହି ଦୁଇ ଖେଳାଳିଙ୍କ ମଧ୍ୟରେ ୧୫୧ରନର ପାର୍ଟନରଶିପ୍‌ ହୋଇଥିଲା। ମହିଳା ଟି୨୦ ବିଶ୍ୱକପ୍‌ରେ ଯେକୌଣସି ଉଇକେଟରେ ଅଷ୍ଟ୍ରେଲିଆର ଏହା ହେଉଛି ସବୁଠାରୁ ବଡ଼ ପାର୍ଟନରଶିପ୍‌। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ୧ ଉଇକେଟ ବିନିମୟରେ ୧୮୯ ରନ କରିଥିଲା, ଯାହାକି ଟୁର୍ନାମେଣ୍ଟର ସର୍ବୋଚ୍ଚ ସ୍କୋର। କଷ୍ଟସାଧ୍ୟ ବିଜୟ ଲକ୍ଷ୍ୟ ପିଛା କରି ବାଂଲାଦେଶ ନିର୍ଦ୍ଧାରିତ ଓଭରରେ ୯ ଉଇକେଟ ବିନିମୟରେ ୧୦୩ ରନ କରିବାରେ ସକ୍ଷମ ହୋଇଥିଲା।
ସଂକ୍ଷିପ୍ତ ସ୍କୋର
ଅଷ୍ଟ୍ରେଲିଆ: ୨୦ ଓଭରରେ ୧୮୯/୧ (ଆଲିସା ହିଲି-୮୩, ବେଥ୍‌ ମୁନି-୮୧*, ସଲ୍‌ମା ଖାତୁନ-୧/୩୯)।
ବାଂଲାଦେଶ : ୨୦ ଓଭରରେ ୧୦୩/୯ ( ଫର୍ଗାନା ହୋକ୍‌ ପିଙ୍କି-୩୬, ମେଗାନ ସ୍କଟ୍‌-୩/୨୧, ଜେସ୍‌ ଜୋନାସେନ୍‌-୨/୧୭)।


Enter your email to get our daily news in your inbox.

All Right Reserved By Dharitri.Com

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଭାରତ ପାଇଁ ବାହାରିଲେ ଟ୍ରମ୍ପ, ଇରାନକୁ ସିଧା କହିଦେଲେ…

ଓ୍ୱାଶିଂଟନ,୧୨ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ୱାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ ସୂତ୍ର…

ଧରିତ୍ରୀ ପ୍ରଭାବ: କାଳବୈଶାଖୀ ବିପନ୍ନ ଗଜେନ୍ଦ୍ରଙ୍କୁ ମିଳିଲା ସରକାରୀ ଗୃହ କାର୍ଯ୍ୟାଦେଶ

ଥୁଆମୂଳ ରାମପୁର, ୧୨/୦୬ (କୀର୍ତ୍ତି ଚନ୍ଦ୍ର ଦୁର୍ଗା): ଗରିବର ଅଶ୍ରୁ ପୋଛିଲା ପ୍ରଶାସନ, ସାର୍ଥକ ହେଲା ‘ଧରିତ୍ରୀ’ର ସମ୍ବାଦ। କାଳବୈଶାଖୀ ଝଡ଼ରେ ଭାଙ୍ଗି ଚୁରମାର୍ ହୋଇଯାଇଥିବା ଗୁଣୁପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri