ଭୁବନେଶ୍ୱର,୫।୧୨(ବ୍ୟୁରୋ): ଭୁବନେଶ୍ୱର ବରମୁଣ୍ଡା ଅଞ୍ଚଳର ଏକ ଭଡାଘରୁ ଗୁରୁବାର ସକାଳୁ ଜଣେ ମହିଳା ବ୍ୟାଙ୍କ ମ୍ୟାନେଜରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଉଛନ୍ତି ରଞ୍ଜିତା ରାଓ। ତାଙ୍କ ଘର ନବରଙ୍ଗପୁର ଜିଲାରେ ବୋଲି ଜଣାପଡିଛି। ସେ ଅଶୋନଗର ୟୁକୋ ବ୍ୟାଙ୍କରେ ସିନିୟର ମ୍ୟାନେଜର ଭାବେ କାର୍ଯ୍ୟରତ ଥିଲେ। ରଞ୍ଜିତା ଅବିବାହିତ ଥିଲେ। ବରମୁଣ୍ଡା ହାଉସିଂବୋର୍ଡର ଏମଆଇଜି-୫୧ ଭଡାଘରେ ନିଜ ମାଆବାପାଙ୍କ ସହ ରହୁଥିଲେ। ତେବେ ସେ କାହିଁକି ଆତ୍ମହତ୍ୟା କରିଛନ୍ତି ତାହାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ
ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…
ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’
ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…
ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…
ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…
ଏଲ୍ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…
କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…
ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ…
ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…
ଲୋକକଳା ପାଇଁ ଦିନଟିଏ
ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…
ହାତୀ ଆକ୍ରମଣରେ ଜଣେ ଗୁରୁତର
ରୁପ୍ରାରୋଡ୍,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…
ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…
ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…
Archives

