‘ମହିଳା ସୁଦୃଢ଼ ହେଲେ ଦେଶ ଆଗକୁ ଯିବ’

ଆନନ୍ଦପୁର,୮।୩(ସ୍ବ.ପ୍ର.): ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆନନ୍ଦପୁର ପୌରପରିଷଦ ଫକୀରପୁର ହାଟ ପଡ଼ିଆରେ ଏକ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହି ସମାବେଶରେ ଆନନ୍ଦପୁର ବିଧାୟକ ଭାଗିରଥି ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାରଙ୍କ ଦ୍ୱାରା ମହିଳାମାନଙ୍କ ଉନ୍ନତି ନିମନ୍ତେ କରାଯାଇଥିବା ବିଭିନ୍ନ ଯୋଜନା ସମ୍ପର୍କରେ ବକ୍ତବ୍ୟ ରଖିବା ସହିତ ମହିଳାମାନେ ସୁଦୃଢ଼ ହେଲେ ଦେଶ ଆଗକୁ ଯିବ ବୋଲି କହିଥିଲେ। ଏହି ସମାବେଶରେ କେନ୍ଦୁଝର ଜିଲା ବିଜେଡି ସଭାପତି ମାଧବ ସର୍ଦ୍ଦାର, ଆନନ୍ଦପୁର ବ୍ଲକ ଅଧ୍ୟକ୍ଷା ମମତା ନାଇକ, ହାଟଡିହୀ ବ୍ଲକ ଅଧ୍ୟକ୍ଷା ସଞ୍ଜୁଲତା ବିଶ୍ୱାଳ, ପୂର୍ବତନ ଅଧ୍ୟକ୍ଷା ସାବିତ୍ରୀ ସେଠୀ ପ୍ରମୁଖ ଯୋଗଦେଇ ମହିଳାଙ୍କ ଉନ୍ନତି, ସଶକ୍ତିକରଣ ଉପରେ ଆଲୋଚନା କରିଥିଲେ। ଏହି ସମାବେଶରେ ଆନନ୍ଦପୁର ଉପଖଣ୍ଡର ବହୁ ସଂଖ୍ୟାରେ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାଙ୍କ ସମେତ ବିଭିନ୍ନ ନାରୀ ସଂଗଠନର କର୍ମକର୍ତ୍ତା, ସଦସ୍ୟମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ଅମରପାଲି,୨୩।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଳପଦର ପଞ୍ଚାୟତ ଅନ୍ତର୍ଗତ ଗୌଡ଼ଗାଡ଼ ଗ୍ରାମର ଚାଷୀ ସପନ ପଧାନ (୫୯)ଙ୍କ କିଡ୍‌ନୀ ରୋଗରେ ମଙ୍ଗଳବାର ମୃତ୍ୟୁ ଘଟିଛି।…

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri