ମହିଳାଙ୍କ ଆତ୍ମହତ୍ୟା, ମଶାଣିରୁ ମୃତଦେହ ଜବତ କଲା ପୋଲିସ

ଗଞ୍ଜାମ,୨୦ା୪(ଡି.ଏନ୍‌.ଏ.)- ଗଞ୍ଜାମ ଥାନା ଅଞ୍ଚଳରେ ସୋମବାର ଜଣେ ମହିଳା ଲୁଗାରେ ଫାଶି ଲଗାଇ ଆତ୍ମହତ୍ୟା କରିଥିଲେ। ପରିବାର ଲୋକେ ଅପରାହ୍ନରେ ମୃତଦେହ ମଶାଣିକୁ ନେଇ ଦାହ କରିବାକୁ ପ୍ରସ୍ତୁତ ହେଉଥିବାବେଳେ ଗଞ୍ଜାମ ପୋଲିସ କୌଣସି ସୂତ୍ରରୁ ଖବର ପାଇ ସେଠାରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବାବେଳେ ଆତ୍ମହତ୍ୟାର କାରଣ ଜଣାପଡିନାହିଁ ଓ ଅଧିକ ତଦନ୍ତ ଚାଲିଛି ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ହେବ ଭିସା ସେଣ୍ଟର, ଆଉ ଯିବାକୁ ପଡିବ ନାହିଁ ଦିଲ୍ଲୀ, କୋଲକତା

ଭୁବନେଶ୍ୱର,୧୫।୧୨: ଭୁବନେଶ୍ୱରରେ ହେବ ଗ୍ଲୋବାଲ ଭିସା ଆପ୍ଲିକେଶନ ସେଣ୍ଟର। ଏନେଇ ରାଜ୍ୟ ସରକାର ୩ ହଜାର ବର୍ଗ ଫୁଟର ଜାଗା ଯୋଗାଇ ଦେବେ। ବରମୁଣ୍ଡା ବସ...

ବଞ୍ଚିବାକୁ ରାହା ଖୋଜୁଛନ୍ତି ବେସାହାରା ଭଉଣୀ-ଭାଇ

ଗଞ୍ଜାମ,୧୫।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ଗଜପତି ନଗର ତିନି ନମ୍ବର ସାହିରେ ସ୍ବର୍ଗତ ଦିନେଶ୍ୱର ବେହେରାଙ୍କ ଘର l ଦିନେଶ୍ୱର ମତ୍ସ୍ୟଜୀବି ପରିବାର...

ତୀର୍ଥଯାତ୍ରାରେ ଗଲେ ୭୪ ବରିଷ୍ଠ ନାଗରିକ

ନୂଆପଡ଼ା,୧୫।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରୁ ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ୭୪ ଜଣ ରାମେଶ୍ୱର ଅଭିମୁଖେ ଯାତ୍ରା କରିଛନ୍ତି। ଜିଲା ପର୍ଯ୍ୟଟନ...

Post Officeର ଜବରଦସ୍ତ ସ୍କିମ୍‌: ମାସିକ ୫୫୫୦ ଟଙ୍କା ରୋଜଗାର ଗ୍ୟାରେଣ୍ଟି

ପୋଷ୍ଟ ଅଫିସ ଗ୍ରାହକମାନଙ୍କ ପାଇଁ ବିଭିନ୍ନ ପ୍ରକାରର ସଞ୍ଚୟ ଯୋଜନା ପ୍ରଦାନ କରେ। ପୋଷ୍ଟ ଅଫିସ ଏକ ଉଲ୍ଲେଖନୀୟ ଯୋଜନା ହେଉଛି, ମାସିକ ଆୟ ଯୋଜନା...

ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ

ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...

ଘନ କୁହୁଡ଼ି ମଧ୍ୟରେ ବିମାନବନ୍ଦର: ୧୦୦ରୁ ଅଧିକ ବିମାନ ବାତିଲ, ଟ୍ରେନ ଚଳାଚଳ ବିଳମ୍ୱ

ନୂଆଦିଲ୍ଲୀ,୧୫।୧୨: ଦିଲ୍ଲୀ ଏନ୍‌ସିଆରରେ ଘନ କୁହୁଡ଼ି ସାଙ୍ଗକୁ ଦୃଶ୍ୟମାନତା ଶୂନ୍ୟ ହ୍ରାସ ଯୋଗୁ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୧୦୦ରୁ ଅଧିକ ବିମାନ ଉଡ଼ାଣ ବାତିଲ...

କୁହୁଡ଼ି ତାଣ୍ଡବ: ପଛକୁ ପଛ ପିଟିହେଲା ୨୫ କାର୍, ୨ ପୋଲିସ କର୍ମଚାରୀଙ୍କ ସମେତ ୪ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୫।୧୨: ଆଜି ସକାଳେ ଉତ୍ତର ଭାରତର ଅଧିକାଂଶ ଅଞ୍ଚଳ ଘନ କୁହୁଡ଼ିରେ ଆଚ୍ଛାଦିତ ହୋଇଥିଲା । ଯାହା ଫଳରେ ସମସ୍ତ ପ୍ରକାରର ଯାତାୟାତ ବାଧାପ୍ରାପ୍ତ ହୋଇଥିଲା।...

ମୃତ୍ତିକା ପ୍ରଦୂଷଣ ବଢ଼ାଉଛି ପ୍ଲାଷ୍ଟିକ୍‌

ପ୍ଲାଷ୍ଟିକ୍‌ ପ୍ରଦୂଷଣ ମଧ୍ୟ ସ୍ଥଳଭାଗରେ ନିଜର କାୟା ବିସ୍ତାର କରି ଚାଲିଛି। ପ୍ଲାଷ୍ଟିକ୍‌ ଆବର୍ଜନାକୁ ଖାଦ୍ୟ ବୋଲି ମନେକରି କିଛି ଜୀବ ଭକ୍ଷଣ କରିଥାନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri