ମହିଳାଙ୍କ ପାଇଁ ‘ମିଶନ ଶକ୍ତି ବିଭାଗ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୩(ବ୍ୟୁରୋ): ରବିବାର ଅନ୍ତର୍ଜାତୀୟ ମହିଳା ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳାଙ୍କ ଲାଗି ଏକ ବଡ଼ ଘୋଷଣା କରିଛନ୍ତି। ଦେଶର ପ୍ରଥମ ରାଜ୍ୟ ଭାବେ ମହିଳାଙ୍କ ପାଇଁ ସ୍ବତନ୍ତ୍ର ମିଶନ ଶକ୍ତି ବିଭାଗକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ଏ ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମିଶନ ଶକ୍ତି ବିଭାଗ ସ୍ବତନ୍ତ୍ର ଭାବେ ମହିଳାଙ୍କ ବିକାଶ ପାଇଁ କାର୍ଯ୍ୟ କରିବ। ୭୦ ଲକ୍ଷ ମହିଳା ମିଶନ ଶକ୍ତି ଓ ମମତା ଯୋଜନାରେ ଉପକୃତ ହେଉଛନ୍ତି। ଚଳିତବର୍ଷ ଆମେ ସ୍ବତନ୍ତ୍ର ଭାବେ ନ୍ୟୁଟ୍ରେସନ୍‌ ବଜେଟ ଆଣିଛୁ। ଏହି ବଜେଟରେ ମା’ ଓ ଶିଶୁଙ୍କୁ ଫୋକସ୍‌ କରାଯାଇଛି। ଓଡ଼ିଶା ମହିଳା ସଶକ୍ତୀକରଣ କ୍ଷେତ୍ରରେ ଦେଶର ଏକ ଆଗୁଆ ରାଜ୍ୟ। ଦୂତି ଚାନ୍ଦ, ପ୍ରତିଭା ରାୟ ଓ ନନ୍ଦିତା ଦାସ ଆମ ଦେଶ ପାଇଁ ଗୌରବ। ମା’ମାନଙ୍କର ଅଧିକାର ଓ କଲ୍ୟାଣ ପାଇଁ ମୋ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ

ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା…

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା,…

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ…

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବାର୍ତ୍ତା, କହିଲେ-‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବପିଢ଼ି ଜରୁରୀ’

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ନିଶାମୁକ୍ତ ଯୁବପିଢ଼ି ପାଇଁ ବିକଶିତ ଭାରତ ସଂକଳ୍ପ ଅଭିଯାନ’ – ନିଶାଦ୍ରବ୍ୟ ଅପବ୍ୟବହାର ବିରୁଦ୍ଧରେ ଏକ ସ୍ବତନ୍ତ୍ର ୧୦୦ ସପ୍ତାହ ଅଭିଯାନ…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri