ଅପରେଶନ ସମୟରେ ଡାକ୍ତର ରୋଗୀଙ୍କ ପେଟରେ କଇଁଛି, ଛୁଞ୍ଚି, ଚାଖୁ ଆଦି ଭୁଲରେ ଛାଡ଼ି ଦେଇଥିବା ଖବର ପୂର୍ବରୁ ପଢ଼ିଛେ। କିନ୍ତୁ ଏଥର ମହିଳାଙ୍କ ପେଟରେ ଡାକ୍ତର ଅପରେଶନ ସମୟରେ ଏକ ଛୋଟ ତଉଲିଆ ରଖି ଦେଇଥିବା ଖବର ସାମ୍ନାକୁ ଆସିଛି। ସ୍କାନିଂ ଏବଂ ଅଲ୍ଟ୍ରାସାଉଣ୍ଡ୍ ପରେ ଏହି ଘଟଣା ଜଣାପଡ଼ିଛି।
ଉତ୍ତରପ୍ରଦେଶର ବାଗ୍ପତ ଜିଲାର ୪୦ ବର୍ଷୀୟା ନିଶା ବେଗମଙ୍କ କ୍ଷେତ୍ରରେ ଏପରି ବ୍ୟତିକ୍ରମ ଘଟିଛି। ନିଶାଙ୍କ ପେଟରେ ଷ୍ଟୋନ୍ ହୋଇଥିବାରୁ ସେ ନିକଟସ୍ଥ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅପରେଶନ କରାଇଥିଲେ। କିନ୍ତୁ ଅପରେଶନ ପରେ ତାଙ୍କ ପେଟରେ ଦରଜ ରହିଲା। ଫଳରେ ସେ ୬ ମାସ ଧରି ଡାକ୍ତରଖାନା ଦୌଡ଼ିଲେ। ଔଷଧ ବଦଳାଇ ଦିଆଗଲା। ତଥାପି କୌଣସି ପରିବର୍ତ୍ତନ ଦେଖାଦେଲା ନାହିଁ। ଶେଷରେ ତାଙ୍କୁ ଦିଲ୍ଲୀସ୍ଥିତ ହିନ୍ଦୁରାଓ ଡାକ୍ତରଖାନାରେ ଭର୍ତ୍ତି କରାଗଲା। ୧୫ ଦିନ ଡାକ୍ତରଖାନାରେ ରଖି କିଛି ପରୀକ୍ଷା ନିରୀକ୍ଷା କରିବା ପରେ ଦ୍ୱିତୀୟ ଥର ଅପରେଶନ କରାଇଲେ। ଯାହା ଦେଖି ଡାକ୍ତର ଆଶ୍ଚର୍ଯ୍ୟ ହୋଇଗଲେ। ନିଶାଙ୍କ ପେଟରେ ଏକ ଛୋଟ ତଉଲିଆ ଏବଂ ବ୍ୟାଣ୍ଡେଜ୍ କପଡ଼ା ଥିବା ଡାକ୍ତର ଦେଖିବାକୁ ପାଇଥିଲେ। ଯେଉଁଥିପାଇଁ ତାଙ୍କ ପେଟରେ ଯନ୍ତ୍ରଣା ହେଉଥିଲା। ଘଟଣା ଜଣାପଡ଼ିବା ପରେ ନିଶାଙ୍କ ପରିବାର ଲୋକେ ପୂର୍ବରୁ ଅପରେଶନ କରାଇଥିବା ଡାକ୍ତରଙ୍କ ନାମରେ କେସ୍ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।
ନିଜର ଚମତ୍କାରୀ ବ୍ୟାଟ୍କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍…
ନୂଆଦିଲ୍ଲୀ,୯।୪: ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…
୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…
ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…
ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ
ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…
ଅପେକ୍ଷାର ଅନ୍ତ! ରୟାଲ ଏନ୍ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍ ବାଇକ୍, ଜବରଦସ୍ତ ଫିଚର ସହ ମୂଲ୍ୟ…
ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…
ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!
ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…
ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍
କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…
କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…
ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…
‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ
ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…
Archives

