ବ୍ରହ୍ମପୁର ଅଫିସ,୧୫।୮-ଗୋଶାଣିନୁଆଗାଁ ଥାନା ନୂଆ ଖଜୁରିଆରୁ ପୋଲିସ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି। ସେ ହେଲେ ମଞ୍ଜୁଲତା ଦଳାଇ (୨୨)। ଏ ନେଇ ପୋଲିସ ନଂ. ୧୩/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପଟେ ମଞ୍ଜୁଲତାଙ୍କୁ ତଣ୍ଟି ଚିପି ହତ୍ୟା କରାଯାଇଥିବା ସନ୍ଧେହରେ ପୋଲିସ ତାଙ୍କ ସ୍ବାମୀଙ୍କୁ ଅଟକ ରଖି ପଚରାଉଚରା କରୁଛି। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ପୋଲିସ କହିଛି। ଜରଡ଼ା ଅଞ୍ଚଳର ମଞ୍ଜୁଲତାଙ୍କ ୨୦୧୪ରେ ବିବାହ ହୋଇଥିଲା। ତାଙ୍କ ସ୍ବାମୀ ଜଣେ ଗାଡି ଚାଳକ ଭାବେ କାମ କରୁଥିଲେ। ସ୍ତ୍ରୀଙ୍କୁ ନେଇ ନୂଆଖଜୁରିଆରେ ଏକ ଭଡ଼ା ଘରେ ରହୁଥିଲେ। ବିଭିନ୍ନ କାରଣକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡା ଲାଗୁଥିଲା। ବୁଧୁବାର ରାତିରେ ମଞ୍ଜୁଲତାଙ୍କ ସ୍ବାମୀ କାମରେ ଯାଇ ଗୁୁରୁବାର ସକାଳେ ଫେରି ସ୍ତ୍ରୀଙ୍କୁ ଘରେ ପଡିଥିବା ଦେଖି ପୋଲିସକୁ ଜଣାଇଥିଲେ। ପୋଲିସ ପହଞ୍ଚତ୍ ମଞ୍ଜୁଲତାଙ୍କ ମୃତ୍ୟୁଦେହ ଜବତ କରିଥିଲା।
Posted inଆମ ଜିଲା ଖବର, ଗଞ୍ଜାମ View All
ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି
ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…
୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ
ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…
ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ
ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍ଏସ୍ଏସ୍ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…
କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା
ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…
ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…
ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…
ଚର୍ଚ୍ଚ କବାଟ ଭାଙ୍ଗି ବୁଲାଇଲେ କଳାକନା : ଥାନାରେ…
ଦାରିଙ୍ଗବାଡି, ୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିଆଙ୍ଗବାଲି ଚର୍ଚ୍ଚ ଗୃହର ମୁଖ୍ୟ କବାଟକୁ ତଡାଯାଇ ବହୁ ସାଉଣ୍ଡ ସିଷ୍ଟମର ଯନ୍ତ୍ରପାତି ଚୋରି ହୋଇଥିବା…
ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…
ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…
ରେଷ୍ଟୁରାଣ୍ଟରେ ଘରୋଇ ଏଲ୍ପିଜି ସିଲିଣ୍ଡର: ମାଡିବସିଲା…
ନୂଆପଡ଼ା,୧୨ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ୍ସ୍ଥିତ ପାଳ ରେଷ୍ଟୁରାଣ୍ଟରେ ଘରୋଇ ଏଲ୍ପିଜି ସିଲିଣ୍ଡରକୁ ବାଣିଜି୍ୟକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ଅଭିଯୋଗ ପରେ ଯୋଗାଣ ବିଭାଗର…
Archives

