ମହିଳାଙ୍କଠାରୁ ୧.୭ଲକ୍ଷ ଟଙ୍କା ଠକେଇ, ହତ୍ୟା ଧମକ ୨ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ଚାକିରି କରାଇଦେବା ଆଳରେ ଜଣେ ମହିଳାଙ୍କଠାରୁ ୧ ଲକ୍ଷ ୭୦ ହଜାର ଟଙ୍କା ଠକେଇ କରିବା ସହ ହତ୍ୟା ଧମକ ଦେବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ କନ୍ଧମାଳ ଜିଲାର ଗଣେଶ ବେହେରା ଓ ଖୋର୍ଦ୍ଧା ଅଞ୍ଚଳର ନିତ୍ୟାନନ୍ଦ ମହାନ୍ତି। ଝିଲିସୀତା ବେହେରା ନାମ୍ନୀ ଜଣେ ମହିଳାଙ୍କୁ ଚାକିରି କରାଇଦେବାକୁ କହି ନିତ୍ୟାନନ୍ଦ, ଗଣେଶ ଓ ୨ ଜଣ ସହଯୋଗୀ ଗତ ୨୨ ତାରିଖରେ ଉକ୍ତ ଟଙ୍କା ନେଇଥିଲେ। ପରବର୍ତ୍ତୀ ସମୟରେ ଚାକିରି ଦେଇ ନ ପାରି ସମୟ ଗଡ଼ାଇଥିଲେ। ଝିଲିସୀତା ଟଙ୍କା ଫେରସ୍ତ କରିବାକୁ କହିବାରୁ ସେମାନେ ଓଲଟା ହତ୍ୟା ଧମକ ଦେଇଥିଲେ। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରି ନିତ୍ୟାନନ୍ଦ ଓ ଗଣେଶଙ୍କୁ ଶୁକ୍ରବାର ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri