ମହିଳାଙ୍କଠାରୁ ୩୦ ହଜାର ଲୁଟ୍‌

ବଅଁରପାଳ, ୩୦ା୧୦(ଡି.ଏନ.ଏ.): ଅନୁଗୋଳ ଜିଲା ନାଲ୍‌କୋ ଥାନା ଅନ୍ତର୍ଗତ କୁଲାଡ଼ ଗ୍ରାମର ସଞ୍ଜୁକ୍ତା ଦେଓଙ୍କଠାରୁ ବୁଧବାର ଦୁର୍ବୃତ୍ତମାନେ ୩୦ ହଜାର ଟଙ୍କା ଲୁଟ୍‌ କରିଛନ୍ତି। ଏ ନେଇ ଥାନାରେ ଅଭିଯୋଗ ହୋଇଛି। ସେ ନାଲ୍‌କୋ ଷ୍ଟେଟ ବ୍ୟାଙ୍କରୁ ଟଙ୍କା ଉଠାଇ ନାଲ୍‌କୋ ତାଙ୍କ କାର୍‌ରେ ଟଙ୍କା ରଖି ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିଲେ। ଏହି ସମୟରେ ୩ ଜଣ ଦୁର୍ବୃତ୍ତ ଆସି କାର୍‌ ଭିତରୁ ଟଙ୍କା ଲୁଟି ନେଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri