ମହିଳାଙ୍କୁ ଆକ୍ରମଣ, ଜେଲଗଲେ ଶିକ୍ଷକ

ଭଞ୍ଜନଗର,୨୦।୧୨(ଡି.ଏନ୍‌.ଏ.)- ତାରସିଂ ପୋଲିସ ଶୁକ୍ରବାର ମହିଳାଙ୍କୁ ଆକ୍ରମଣ ଅଭିଯୋଗରେ ଜଣେ ଶିକ୍ଷକଙ୍କୁ ଗିରଫ କରିଛି। ସେହେଲେ ପ୍ରତାପୁରର ଶଙ୍କର ନାୟକ। ମହିଳାଙ୍କ ଏତଲାକ୍ରମେ ନଂ.୧୯୫/୧୯ରେ ଏକ ମାମଲା ରୁଜୁ କରିଛି ପୋଲିସ। ଗିରଫ ଶିକ୍ଷକଙ୍କୁ ସନ୍ଧ୍ୟାରେ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ସବ୍ୟସାଚ୍ଚୀ ମଲ୍ଲ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ଶଙ୍କର ଗୁରୁବାର ସନ୍ଧ୍ୟାରେ ଗ୍ରାମର ଏକ ଦୋକାନକୁ ପରିବା କିଣିବାକୁ ଯାଇଥିଲେ। ଏହି ସମୟରେ ଜଣେ ମହିଳାଙ୍କ ସହ ତାଙ୍କର ବଚସା ହୋଇଥିଲା। ଏହାପରେ ଶଙ୍କର ମହିଳାଙ୍କ ଗାଲକୁ କାମୁଡି ଦେଇଥିଲେ। ଫଳରେ ମହିଳା ଜଣଙ୍କ ରାତିରେ ହିଁ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ଶୁକ୍ରବାର ଶଙ୍କରକୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri