ମହିଳାଙ୍କୁ ଗଣବଳାତ୍କାର ଘଟଣା: ୪ ଅଭିଯୁକ୍ତ ଗିରଫ

ସମ୍ବଲପୁର,୯।୧୨(ବ୍ୟୁରୋ) : ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଅଧୀନରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ହୋଇଥିବା ଗଣବଳାତ୍କାର ମାମଲାରେ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତଙ୍କର ଡାକ୍ତରୀ ମାଇନା ଆଜି ଅର୍ଥାତ୍‌ ସୋମବାର କରାଯିବ। ପୀଡ଼ିତାଙ୍କୁ ନ୍ୟାୟ ଦେବା ପାଇଁ ଫାଷ୍ଟଟ୍ରାକ୍‌ କୋର୍ଟରେ ଆବେଦନ କରାଯିବ। ଏକ ସପ୍ତାହ ମଧ୍ୟରେ ସମସ୍ତ ରିପୋର୍ଟ ପ୍ରସ୍ତୁତ କରି ଚାର୍ଜଶିଟ୍‌ ଦାଖଲ କରିବ ବୋଲି ଅଇଁଠାପାଲି ଥାନା ପରିସରରେ ଖବରଦାତା ସମ୍ମିଳନୀରେ ସମ୍ବଲପୁର ଏସ୍‌ପି କନୱର ବିଶାଳ ସିଂ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ରବିବାର ଅପରାହ୍ନରେ ବରେଇପାଲିର ଏକ ଦୋକାନ ନିକଟରୁ ମୁମୂର୍ଷୁ ଅବସ୍ଥାରେ ପୀଡ଼ିତାଙ୍କୁ ପୋଲିସ ଉଦ୍ଧାର କରି ବୁର୍ଲା ଭୀମସାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲା। ସନ୍ଧ୍ୟାରେ ପୀଡ଼ିତାଙ୍କ ଚେତା ଫେରିବାରୁ ସେ ପୋଲିସକୁ ଘଟଣା ସମ୍ପର୍କରେ ବୟାନ ଦେବା ସହ ଗଣବଳାତ୍କାର ହୋଇଥିବା ଅଭିଯୋଗ କରିଥିଲେ। ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୪ଜଣ ଯୁବକଙ୍କୁ ଅଟକ ରଖିଥିବାବେଳେ ସମସ୍ତଙ୍କୁ ଆଜି ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri