ମହିଳାଙ୍କୁ ଧକ୍କା ଦେଲା ସ୍କୁଲ ବସ୍‌, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ଯୋଡ଼ା,୨୪।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ସିରାଜୁଦ୍ଦିନ୍‌ ଖଣି ବି-ପ୍ଲଟ ତାରିଣୀ ମନ୍ଦିର ରାସ୍ତା ନିକଟରେ ଦୁର୍ଘଟଣା ଘଟିଛି। ଏକ ସ୍କୁଲ ବସ୍‌ ଜଣେ ମହିଳାଙ୍କୁ ଧକ୍କା ଦେବାରୁ ସେ ଗୁରୁତର ଅବସ୍ଥାରେ ଉଚ୍ଚବାଲୀସ୍ଥିତ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସେ ହେଲେ ପଳସା ପଞ୍ଚାୟତ ଚଡକମରା ଗ୍ରାମର ଗୁରୁବାରୀ ଦିଗି ।
ସୂଚନାନୁଯାୟୀ, ଶନିବାର ଅପରାହ୍ନରେ ସ୍କୁଲ ବସ୍‌ (ଓଡି୦୨ଓ୍ବାଇ୫୩୬୪) ଛାତ୍ରୀଛାତ୍ରମାନଙ୍କୁ ନେଇ ବାମେବାରୀ ଆଡୁ ଦୁବୁନା ଅଭିମୁଖେ ଯାଉଥିବା ବେଳେ ଉକ୍ତ ରାସ୍ତା ନିକଟରେ ଗୁରୁବାରୀଙ୍କୁ ଧକ୍କା ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri