ମହିଳାଙ୍କୁ ପ୍ରତାରଣା, ଯୁବକ ଗିରଫ

ବ୍ରହ୍ମପୁର ଅଫିସ,୧୯ା୯: ଜଣେ ଦଳିତ ମହିଳାଙ୍କୁ ପ୍ରତାରଣା କରିବା ସହ ତାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିଥିବା ଅଭିଯୋଗରେ ଟାଉନ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଗୋଳନ୍ଥରା ଥାନା ଅନ୍ତର୍ଗତ ଜୁଗୁଡି ସୁଜିତ କୁମାର ସାହୁ। ତାଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି । ସୁଜିତ ବ୍ରହ୍ମପୁରରେ ଏକ ହୋଟେଲ କରିଥିବା ବେଳେ ସମ୍ପୃକ୍ତ ମହିଳାଙ୍କ ସହ ସମ୍ପର୍କ ରଖିଥିଲେ। ତାଙ୍କ ସହ ଶାରିରୀକ ସମ୍ପର୍କ ମଧ୍ୟ ରଖିଥିଲେ। ପରେ ତାଙ୍କ ଅଶ୍ଳୀଳ ଫଟୋ ଉଠାଇ ବିଭନ୍ନ ସ୍ଥାନକୁ ନେଇ ରଖିଥିଲେ। ଶେଷରେ ତାଙ୍କୁ ଜାତିଆଣ ମନ୍ତବ୍ୟ ଦେବା ସହ ପ୍ରତାରଣା କରିଥିଲେ। ପୀଡ଼ିତା ଜଣଙ୍କ ଟାଉନ ଥାନାରେ ଏନେଇ ଅଭିଯୋଗ କରିଥିଲେ। ପୋଲିସ ବୁଧବାର ଉଭୟ ପୀଡ଼ିତା ଓ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା କରିଛି। କୋର୍ଟରେ ପୀଡିତାଙ୍କ ବୟାନ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri