ପାଟଣା,୩୦ା୪(ସ୍ବ.ପ୍ର.)- କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ୩୫ ବର୍ଷୀୟା ବିବାହିତ ମହିଳାଙ୍କୁ ସେହି ଗ୍ରାମର ପ୍ରଫୁଲ ନାଏକ ମଙ୍ଗଳବାର ସାରେ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଥାନାଧିକାରୀ ବରେନ୍ଦ୍ର ଶିଆଲ ଏନେଇ ଏକ ମାମଲା (ନଂ. ୪୨/୨୦୨୦) ରୁଜୁ କରି ପୀଡିତାଙ୍କୁ ଡାକ୍ତରୀ ମାଇନା ପାଇଁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ତଦନ୍ତ ଜାରି ରଖିଛନ୍ତି। ପୀଡିତାଙ୍କ ଅଭିଯୋଗ ଅନୁଯାୟୀ ସାରେ ସେ ଝାଡ଼ା ଯାଇଥିବା ବେଳେ ଅଭିଯୁକ୍ତ ତାଙ୍କୁ ଜୋର ଜବରଦସ୍ତ ବଳାତ୍କାର କରିଥିଲେ। ଘଟଣା ପରେ ଅଭିଯୁକ୍ତ ଫେରାର ହୋଇ ଯାଇଥିବାରୁ ତାଙ୍କୁ ଧକରିବା ଲାଗି ପୋଲିସ ଉଦ୍ୟମ ଜାରି ରଖିଥିବା ଥାନାଧିକାରୀ କହିଛନ୍ତି।
Posted inଆମ ଜିଲା ଖବର, କେନ୍ଦୁଝର View All
ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ
ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…
ହୀରାକୁଦର ୩୦ ଗେଟ୍ ଖୋଲିଲା
ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍ ୬ ଲକ୍ଷ ଘନଫୁଟ୍ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍ ଗେଟ୍କୁ ଖୋଲି…
ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ
ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…
କଲେଜ ବ୍ୟାଗ୍ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ
ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…
ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ
ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…
ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା
ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ…
୧୬ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି: ବିଭିନ୍ନ ମହଲରୁ ଶୁଭେଚ୍ଛା
କର୍ଲାମୁଣ୍ଡା, ୨୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୬ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିଥିବା ଜଣାପଡ଼ିଛି। ଏଥିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୩ ଜଣ…
କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ
ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

