ମହିଳାଙ୍କୁ ହତ୍ୟା ପରେ ଆତ୍ମହତ୍ୟା ଉଦ୍ୟମ

କଣିହଁ।,୨୬ା୫(ଡି.ଏନ.ଏ.)
କାମ କରିବାକୁ ଯାଉଥିବା ଜଣେ ମହିଳାଙ୍କୁ ସୋମବାର ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ଅଭିଯୁକ୍ତ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିବା ଅନୁଗୋଳ ଜିଲା କଣିହଁ। ଥାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ପୋଲିସ ଅଭିଯୁକ୍ତଙ୍କୁ ଉଦ୍ଧାର କରି କଣିହଁା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛି। ମୃତ ମହିଳାଙ୍କ ପୁଅଙ୍କ ଅଭିଯୋଗ ଆଧାରରେ ପୋଲିସ ନଂ. ୧୯୬/୨୦ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। କଣିହଁା ଥାନା ଆଇଆଇସି ପ୍ରଭାତ କୁମାର ତ୍ରିପାଠୀ କହିଛନ୍ତି, କଣ୍ଟାପାଳ ଗ୍ରାମର ମହିଳା ସବିତା ବେହେରା (୩୮) ପଡ଼ୋଶୀ ଗଁା ପୋଇପାଳକୁ କାମ କରିବାକୁ ଯାଇଥିଲେ। ଏହି ସମୟରେ ପୋଇପାଳ ଗ୍ରାମର ଲକ୍ଷ୍ମଣ ସାହୁ (୬୦) ଏକ ଟାଙ୍ଗିଆରେ ତାଙ୍କୁ ପଛପଟୁ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ସବିତାଙ୍କ ମୃତ୍ୟୁ ହୋଇଯାଇଥିଲା। ପଛରେ ଆସୁଥିବା ସବିତାଙ୍କ ପୁଅ ଏହା ଦେଖି ଗ୍ରାମବାସୀଙ୍କୁ ଜଣାଇବା ସହ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ସାଇଣ୍ଟିଫିକ ଟିମ୍‌ ସହ ତଦନ୍ତ କରୁଥିବା ବେଳେ ଅଭିଯୁକ୍ତ ବିଷ ପାନ କରି ବ୍ରାହ୍ମଣୀ ନଦୀ କୂଳରେ ପଡ଼ିଥିବା ଖବର ପାଇଥିଲା। ଅଭିଯୁକ୍ତଙ୍କଠାରୁ ଟାଙ୍ଗିଆ ଜବତ କରାଯାଇଛି ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri