ହିଞ୍ଜିଳିକାଟୁ,୧୭ା୭(ଡି.ଏନ୍.ଏ)-ହିଞ୍ଜିଳିକାଟୁ ବ୍ଲକ କଲୋନୀ ଅଞ୍ଚଳକୁ ମଙ୍ଗଳବାର ମହୁ ବକିବା ବାହାନାରେ ଆସିଥିବା ଜଣେ ଅଣ ଓଡ଼ିଆ ନାବାଳକ ଏକ ଘରେ ପଶି ସୁନା, ଟଙ୍କା ଚୋରି କରୁଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଧରି ପୋଲିସରେ ଜିମା ଦେଇଛନ୍ତି। ଏ ନେଇ ନଂ.୧୭୮/୧୯ରେ ମାମଲା ରୁଜୁ ହୋଇଛି।ପ୍ରକାଶ ଯେ, ବ୍ଲକ କଲୋନୀ ସୁଶାନ୍ତ ସାହୁଙ୍କ ମା’ ବାପା ଘରେ ଥିବା ବେଳେ ଅଣ ଓଡ଼ିଆ ନାବାଳକ ମହୁ ବିକିବା ବାହାନାରେ ତାଙ୍କ ଘରେ ପଶିଥିଲେ। କୌଶଳକ୍ରମେ ସେ ଆଲମାରୀରୁ ସୁନା ମାଳି, କାନ ଫୁଲ, ମୁଦି, ପାଉଁଜି ଓ ୫ଶହ ଟଙ୍କା ଲୁଟି ନେଇଥିଲେ। ଏହା ଦେଖି ଦମ୍ପତି ପାଟି କରିବାରୁ ସ୍ଥାନୀୟ ଲୋକେ ନାବାଳକଙ୍କ ପିଛା କରି ନୂଆଗଡ଼ଠାରେ ତାଙ୍କୁ ଧରି ପୋଲିସ ଜିମା ଦେଇଥିଲେ।
ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ
ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…
ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର
ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…
ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…
ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼
ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…
ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…
ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…
ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା
ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…
ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ
ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…
୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…
ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…
Archives

