ମହୁମାଛି ଆକ୍ରମଣରେ ଜୀବନ ଗଲା

ଦେବଗଡ଼,୨୨ା୪(ଡି.ଏନ.ଏ.): ଦେବଗଡ ସହରର ମିରଗିଡିଆ ସାହିର ଅର୍ଜୁନ ମୁଣ୍ଡା (୫୫) ନାମକ ଜଣେ ବ୍ୟକ୍ତିଙ୍କ ମହୁମାଛି ଆକ୍ରମଣରେ ମୃତ୍ୟୁ ଘଟିଛି। ସେ ନିଜର କେତେକ ସାଥୀଙ୍କ ସହ ନିକଟସ୍ଥ ଜଙ୍ଗଲକୁ ଭୋଜି କରିବାକୁ ଯାଇଥିଲେ। ଏହି ସମୟରେ ଜଙ୍ଗଲରେ ଥିବା ମହୁମାଛି ଆକ୍ରମଣ କରିବାରୁ ଅର୍ଜୁନ ଗୁରୁତର ହୋଇପଡିଥିଲେ। ସନ୍ଧ୍ୟାରେ ଘରକୁ ଫେରି ତାଙ୍କୁ ମହୁମାଛି ଆକ୍ରମଣ କରିଥିବା ପରିବାର ଲୋକଙ୍କୁ ଜଣାଇବା ସହ ସେ ଘରେ ଶୋଇପଡିଥିଲେ। ବୁଧବାର ସକାଳେ ନ ଉଠିବାରୁ ପରିବାର ଲୋକେ ଚିକିତ୍ସା ପାଇଁ ତାଙ୍କୁ ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ସୂଚନା ପାଇ ଦେବଗଡ ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିବା ସହ ମୃତଦେହ ବ୍ୟବେଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri