ମହୁମାଛି ଆକ୍ରମଣରେ ୩୦ ଗୁରୁତର

ବଇଣ୍ଡା,୧୩।୧୦(ଡି.ଏନ.ଏ.): କିଶୋରନଗର ବ୍ଲକ ନାକିଚି ପଞ୍ଚାୟତ ବଡ଼ଡଙ୍ଗିଆଣୀ ଗ୍ରାମରେ ରବିବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ବଡ଼ଡଙ୍ଗିଆଣୀ ଗ୍ରାମର ଦୁଃଶନ୍ତ ସାହୁ, ଗୁଦୁ ସାହୁ, ମହେଶ୍ୱର ସାହୁ, ଅର୍ପନା ବେହେରା, ଅତୁଲ୍ୟ ପ୍ରଧାନ, ସୁଶୀଳ ବେହେରା, ବାପୁଜୀ ସେଠୀ, ମାଙ୍କଡ଼ଚୁଆ ଗ୍ରାମର ଶତ୍ରୁଘ୍ନ ସେଠୀ, ଭଜ ମିର୍ଦ୍ଧା, ଦିନବନ୍ଧୁ ଦେହୁରୀ, ଏକାଦଶୀ ପ୍ରଧାନ, ଅଜିତ୍‌ ସେଠୀ, କୁନା ମିର୍ଦ୍ଧା, ପ୍ରଶାନ୍ତ ପ୍ରଧାନ ସମେତ ୩୦ରୁ ଊର୍ଦ୍ଧ୍ୱ ଅଞ୍ଚଳବାସୀ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ରେଢାଖୋଲ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଘଟଣାରୁ ଜଣାପଡ଼ିଛି, ବଡ଼ଡଙ୍ଗିଆଣୀ ଗ୍ରାମରେ ଲକ୍ଷ୍ମୀପୂଜା ପାଳନ କରିବା ପାଇଁ ନିକଟସ୍ଥ ନାଳକୁ ପାଣି ଆଣିବା ପାଇଁ ୫୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ ଯାଉଥିବାବେଳେ ହଠାତ୍‌ ନାଳ ନିକଟରେ ଥିବା ଏକ ଶାଳଗଛରୁ ମହୁମାଛି ଆସି ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ବିଶ୍ୱାସରେ ବିଷ: ୧୮ ଲକ୍ଷ ଟଙ୍କାର ଋଣ ଜାଲିଆତି, ମହିଳାଙ୍କୁ ବାନ୍ଧିଲା ତାରସିଂ ପୋଲିସ

ଭଞ୍ଜନଗର, ୧୯।୩ (ବାବୁଲା ପ୍ରଧାନ): ବିଶ୍ୱାସରେ ଦେଲେ ବିଷ । ସାଙ୍ଗସାଥୀ ଓ ପଡ଼ୋଶୀ ମହିଳାଙ୍କ ନାମରେ ବ୍ୟାଙ୍କରୁ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ଋଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ଦିଗପହଣ୍ଡିରେ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ: ପ୍ରଭାବଶାଳୀ ଶିକ୍ଷାଦାନ ପାଇଁ…

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri