ମହୁମାଛି ଦଂଶନରେ ନାବାଳକଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୨୦ା୧୦-ମହୁମାଛି ଦଂଶନରେ ଗୁରୁତର ଥିବା ଜଣେ ନାବାଳକଙ୍କର ଏମ୍‌କେସିଜି ମେଡିକାଲରେ ଶନିବାର ସକାଳେ ମୃତ୍ୟୁ ଘଟିଛି। ମୃତକ କୋରାପୁଟ ଜିଲା ଦାମନଯୋଡି ଥାନା ହାତୀମୁଣ୍ଡାର କେଶରୀ ସାଉଁତାଙ୍କ ପୁଅ ସୁନୀଲ (୧୨)। ମେଡିକାଲ ଫାଣ୍ଡି ପୋଲିସ ମୃତଦେହ ଜବତ କରି ନଂ.୫୫୨/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ପ୍ରକାଶଯେ, ଗତ ୧୬ ତାରିଖ ସନ୍ଧ୍ୟାରେ ସୁନୀଲ ଓ ତାଙ୍କର କେତେକ ସାଙ୍ଗ ଗଁ। ମୁଣ୍ଡରେ ଖେଳୁଥିବା ବେଳେ ତାଙ୍କୁ ମହୁମାଛି ଦଂଶନ ଦେଇଥିଲା। ସେ ଗୁରୁତର ହୋଇ ପଡିଥିଲେ। ତାଙ୍କୁ ପ୍ରଥମେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ଏମ୍‌କେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଶନିବାର ସୁନୀଲଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri