ମହୁଲପଡ଼ା-ରଏନପଡ଼ା ଯୋର ପୁଲିଆ କାମ୍‌: ୮ ବଛର ହେଲା ଦରଖଁଡ଼ିଆ ହେଇ ପଡ଼ିଛେ

 

କେସିଙ୍ଗା, ୭।୩ (ଡି.ଏନ.ଏ)-
କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ପରଲସିଙ୍ଗା ପଁଚେତ୍‌ ମହୁଲପଡ଼ାରୁ ରଏନପଡ଼ା ମଝିରେ ଗୁଟେ ଯୋର ରହିଛେ। ଯେନ୍‌ଥିରଲାଗି ଗଁାବାସୀ ଇ ରାସ୍‌ତାରେ ଗଲାଆଏଲା ବେଲେ ବଡ଼ଭାରି ସମସିଆର ସାମନା କରୁଛନ୍‌। ଆଏଜ୍‌ ବି ରଏନପଡ଼ାବାସୀ ବରଷା ଦିନେ ବଡ଼ା ଦହଗଁଜ୍‌ରେ ପରଲସିଙ୍ଗା ଗଁା ବାଟେ କେସିଙ୍ଗାକେ ଯିବାର ଆଏବାର କରୁଛନ୍‌। ଗଁାବାସୀକର ଇ ସମସିଆକେ ଦୂର କରବାର ଲାଗି ଗଲା ୯ ମାର୍ଚ୍ଚ ୨୦୧୨ରେ କେସିଙ୍ଗା ବ୍ଲକ ତରଫୁ ଯୋରରେ ୩ ଲାଖ୍‌ ଟଁକା ଖରଚ୍‌ ଅଟକଲରେ ଗୁଟେ ପୁଲିଆ ତିଆରି କାମ୍‌ ମୂଲ ହେଇଥିଲା। କାମ୍‌ ମୂଲ ହେବାର ଆଏଜ୍‌କେ ୮ ବଛର ବିତିଯାଇଛେ। ହେଲେ ଆଏଜ୍‌ ବି ପୁଲିଆ ଦରଖଁଡ଼ିଆ ହେଇ ପଡ଼ିଛେ। ଯେନ୍‌ଥିରଲାଗି ଗଁାବାସୀକର ଦୁଖ୍‌ ଦୂର ନାଇଁ ହେଇପାରି। ଇ ପୁଲିଆ ତିଆର ହେଲେ ଅଂଚଲବାସୀ ଉମରମାଲ, ସିରୋଲ ହେଇ କେସିଙ୍ଗା, ଭବାନୀପାଟଣାକେ ସିଧାସଲଖ ଯାଆସ କରିପାରବେ। ହେଲେ ଆଏଜ୍‌କେ ୮ ବଛର ବିତିଯାଇଥିଲେ ବି ବ୍ଲକ ପରଶାସନ ଇ ପୁଲିଆ କାମ୍‌ ପୂରା କରବାରେ ବିଫଲ ହେଇଛେ। ପଡ଼ାବାସୀ ସମସିଆର ସମାଧାନ ଲାଗି ଅନେକ ଥର ବ୍ଲକକେ ଯାଇଆସି ନିରାଶ ହେଇଥିବାର କହିଛନ୍‌। ସେନ୍‌ତା ପୁଲିଆ ତିଆର ଲାଗି ଯେନ୍‌ ଠିକାଦାରକୁ ଦାଇତିଅ ଦିଆଯାଇଥିଲା ସେ ବ୍ଲକ କରମ୍‌ଚାରୀକଁର ସଂଗେ ସଲାସୁତ୍‌ରା କରି ୩ ଲାଖ୍‌ ଟଁକା ଖାଇ ଦେଇଥିବାର ଗଁାବାସୀ କହିଛନ୍‌। ଇ ବାବ୍‌ଦେ ପୂରବର କନିଷ୍ଠ ଯନ୍ତ୍ରୀ ବେହେରା ବାବୁକୁଁ ପଚ୍‌ରାଲାରୁ ଠିକାଦାର କାମ୍‌ ପୂରା ନାଇଁ କରି। ସେଥିରଲାଗି ମୁଇଁ ବିଲ୍‌ ନାଇଁ କରି ବଲି ସେ କହିଥିଲେ। ସେନ୍‌ତା ଇ ବାବ୍‌ଦେ ପରଲସିଙ୍ଗା ପିଇଓ କଲ୍ୟାଣ ସାହୁକୁଁ ପଚ୍‌ରାଲାରୁ ୮ ବଛର ତଲର କଥା ମୋର ସୋର ନଁାଇଁନ ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ପ୍ରତିଶ୍ରୁତି ରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ ବିଡିଓ: ଉଠା ଦୋକାନୀଙ୍କୁ ମିଳିବ ନ୍ୟାୟ

ଦାରିଙ୍ଗବାଡି,୧୪।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଉଠା ଦୋକାନୀଙ୍କ ତହସିଲ କାର୍ଯ୍ୟାଳୟ ଘେରାଉ ଘଟଣା ପରେ ସ୍ଥାନୀୟ ପ୍ରଶାସନ ଥଇଥାନ ପାଇଁ ପଦକ୍ଷେପ ଜୋରଦାର ଆରମ୍ଭ ହୋଇଯାଇଛି।…

ନିଶାମୁକ୍ତ ହେବ ସୋନପୁର ଅଞ୍ଚଳ: ବସିଲା ବୈଠକ, ଏକାଠି ହେଲେ ମହିଳା ସଂଗଠନ, ଦେଲେ ଚେତାବନୀ

ଦାରିଙ୍ଗବାଡି, ୧୩।୨ (ଅରୁଣ ସାହୁ): ଦିନକୁ ଦିନ ଚୋରାମଦ କାରବାର ବୃଦ୍ଧି ପାଉଛି ।  ଅବାଧରେ ବିକ୍ରିବଟା ମଧ୍ୟ ଚାଲିଛି । ଏହି ବ୍ୟବସାୟ କରୁଥିବା ଲୋକଙ୍କ…

ତାତିଲେ ଉଠା ଦୋକାନୀ, ଘେରିଲେ ତହସିଲ କାର୍ଯ୍ୟାଳୟ: ପ୍ରତିଶ୍ରୁତି ଦେଲା ପ୍ରଶାସନ

ଦାରିଙ୍ଗବାଡି, ୧୩।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ୫୯ନଂ ଜାତୀୟ ରାଜପଥ କଡ଼ରେ ଉଠା ଦୋକାନୀଙ୍କୁ ଜବରଦଖଲ ଉଚ୍ଛେଦ କରାଯାଇଛି। କିନ୍ତୁ ସମସ୍ତ ଉଠା…

୨୦୨୬ବଜେଟ ଉପସ୍ଥାପନା ସହ ଭାଜପାର ସମର୍ପଣ ଦିବସ ପାଳିତ, ସରକାରଙ୍କ ଭିବି-ଜି-ରାମଜୀ ଯୋଜନା ସମ୍ପର୍କରେ ଆଲୋଚନା

ଦାରିଙ୍ଗବାଡି, ୧୨।୨ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କିରିକୁଟି ପଞ୍ଚାୟତ ଭାଜପାର ଶକ୍ତିକେନ୍ଦ୍ର ଠାରେ ଚଳିତ ବଜେଟ ଉପସ୍ଥାପନା ଏବଂ ଭାଜପାର ସମର୍ପଣ ଦିବସ ପାଳିତ…

ଓ୍ବାଶିଂ ମେଶିନରେ ନିଆଁ ଲାଗି ୨ ମହଲାକୁ ବ୍ୟାପିଲା, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଦାରିଙ୍ଗବାଡ଼ି,୧୨ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ବଜାରରେ ଏକ ୩ ମହଲା କୋଠାରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି କ୍ଷୟ ହୋଇଥିବା ଜଣାପଡ଼ିଛି।…

ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…

ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri