ମହେଶ ଓ ଅବନୀକାନ୍ତଙ୍କୁ ଡକ୍ଟରେଟ ଉପାଧି

ଅନୁଗୋଳ ଅଫିସ, ୧୩।୯-ବଲ୍‌ସ ବ୍ରିଜ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ଦିଲ୍ଲୀର ଗାଜିଆବାଦ ସ୍ଥିତ ଇନ୍ଦିରାପୁରମ ହାବିଟାଟ୍‌ ସେଣ୍ଟରରେ ଗତ ୮ ତାରିଖରେ ଆୟୋଜିତ ସମାବର୍ତ୍ତନ ଉତ୍ସବରେ ଶିକ୍ଷାବିତ୍‌ ତଥା ଅନୁଗୋଳସ୍ଥିତ ଆଦର୍ଶ ଅନୁଷ୍ଠାନ ସମୂହର ପ୍ରତିଷ୍ଠାତା ମହେଶ ଚନ୍ଦ୍ର ଧଳଙ୍କୁ ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନ ସୂଚକ ଡକ୍ଟରେଟ୍‌ ଉପାଧି ପ୍ରଦାନ କରାଯାଇଛି। ସେହିପରି ଅନୁଗୋଳ ଆଦର୍ଶ କଲେଜ ଅଫ୍‌ ଇଞ୍ଜିନିୟରିଂର ପ୍ରଶାସନିକ ଅଧିକାରୀ ଅବନୀକାନ୍ତ ଷଡ଼ଙ୍ଗୀଙ୍କୁ ମଧ୍ୟ ବୈଷୟିକ ଶିକ୍ଷା କ୍ଷେତ୍ର ପାଇଁ ଡକ୍ଟରେଟ୍‌ ଉପାଧି ପ୍ରଦାନ କରାଯାଇଛି। ଡ. ଧଳଙ୍କ ଦ୍ୱାରା ପ୍ରତିଷ୍ଠିତ ଆଦର୍ଶ ଇଞ୍ଜିନିୟରିଂ ସ୍କୁଲ ଓ କଲେଜ ବୈଷୟିକ ଶିକ୍ଷା କ୍ଷେତ୍ରରେ ପୂର୍ବ ଭାରତରେ ଉଚ୍ଚ ପ୍ରଶଂସିତ ହୋଇଛି। ଶିକ୍ଷା କ୍ଷେତ୍ରରେ ସମର୍ପିତ ଓ ଉତ୍ସର୍ଗୀକୃତ ମାନସିକତା ଡ. ଧଳଙ୍କୁ ଏହି ସମ୍ମାନର ଅଧିକାରୀ କରିପାରିଛି। ଡକ୍ଟରେଟ ପାଇଥିବା ଧଳ ଓ ଷଡ଼ଙ୍ଗୀଙ୍କୁ ନିର୍ଦ୍ଦେଶକ ଡ. ପ୍ରକାଶ ଚନ୍ଦ୍ର ଧଳ, ଅଧ୍ୟକ୍ଷ ଡ. ଅକ୍ଷୟ କୁମାର ସିଂହ, ଲୋକ ସମ୍ପର୍କ ଅଧିକାରୀ ବଂଶୀଧର ମିଶ୍ରଙ୍କ ସମେତ ଅନୁଷ୍ଠାନର ଅଧ୍ୟାପିକା, ଅଧ୍ୟାପକ ଓ ଛାତ୍ରୀଛାତ୍ରମାନେ ଅଭିନନ୍ଦନ ଜଣାଇଛନ୍ତି। ଏହି ଉତ୍ସବରେ ଅନୁଷ୍ଠାନର ତାଲିମ୍‌ ଓ ନିଯୁକ୍ତି ନିର୍ଦ୍ଦେଶକ ଡ. ଧରଣୀଧର ନାଥ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ଗ୍ରାଉଣ୍ଡକୁ ଓହ୍ଲାଇଲା ଆମେରିକା ସେନା! ୩ୟ ବିଶ୍ୱଯୁଦ୍ଧକୁ ନେଇ ଭୟଙ୍କର ସଙ୍କେତ…

ଓ଼୍ବାଶିଂଟନ୍‌,୧୯।୩: ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ 28ରେ ଇସ୍ରାଏଲ ସହିତ ଇରାନ ଉପରେ ମିଳିତ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ସେତେବେଳେ “ପରବର୍ତ୍ତୀ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri