ମହେଶ୍ୱର ହତ୍ୟା ମାମଲା : ୧୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର ଅଫିସ,୧୯ା୬: ଗଞ୍ଜାମ ଜିଲାରେ ଘଟିଥିବା ବହୁଚର୍ଚ୍ଚିତ ମହେଶ୍ୱର ସାସମଲ ହତ୍ୟା ମାମଲାର ଶୁଣାଣି କରି ବୁଧବାର ଅତିରିକ୍ତ ଜିଲା ଦୌରାଜଜ୍‌ ସଞ୍ଜୟ କୁମାର ସାହୁ ୧୮ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି। ଘଟଣାରୁ ପ୍ରକାଶ ଯେ, ଗତ ୨୦୦୭ ମସିହାରେ ସଦର ଥାନା ଅନ୍ତର୍ଗତ ଫୁଲଟା ଗ୍ରାମରେ ଗୋଷ୍ଠୀ ସଂଘର୍ଷ ଘଟି ଏଥିରେ ମହେଶ୍ୱରଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ଏହି ହତ୍ୟା ଘଟଣାରେ ଉକ୍ତ ଗ୍ରାମର ୧୯ ଜଣଙ୍କୁ ଗିରଫ କରିଥିଲା। ଏହି ମାମଲାର ବିଚାର ଚାଲିଥିବାବେଳେ ଜଣେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଥିଲା। ତେବେ ବୁଧବାର ମାମଲାର ବିଚାର କରାଯାଇ ୧୨ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳିବାରୁ ଜଜ୍‌ ସଞ୍ଜୟ ସାହୁ ୧୮ ଜଣ ଅଭିଯୁକ୍ତଙ୍କୁ ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ରାମଜୀ ଡିଗ୍ରୀ କଲେଜରେ ଯୋଗ ଶିବିର: ମାନସିକ ସୁସ୍ଥତା ପାଇଁ…

ଦିଗପହଣ୍ଡି, ୨୦|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ଏକ ଯୋଗ ଶିବିର ଓ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri