ମା’ କନକଦୂର୍ଗାଙ୍କ ସିଂହବାହିନୀ ବେଶ ଅନୁଷ୍ଠିତ

କାକଟପୁର, ୫।୧୦(ଡି.ଏନ୍‌.ଏ.): ପୁରୀ ଜିଲା ତୁଳସୀପୁର ବ୍ରାହ୍ମଣ ଶାସନସ୍ଥିତ ମା’ କନକଦୂର୍ଗାଙ୍କର ଶାରଦୀୟ ପାର୍ବଣ ପୂଜା ପାରମ୍ପରିକ ପ୍ରଥାନୁସାରେ ଚାଲିଥିବା ବେଳେ ଶନିବାର ମହାଷ୍ଠମୀ ତିଥି ଅବସରରେ ମା’ଙ୍କୁ ସିଂହବାହିନୀ ବେଶରେ ସଜ୍ଜିତ କରାଯାଇଛି। ପୂଜକ ପୂର୍ଣ୍ଣଚନ୍ଦ୍ର ପାଣି, ଗଙ୍ଗାଧର ପାଣି ମା’ଙ୍କୁ ଏହି ବେଶରେ ସଜ୍ଜିତ କରିଥିଲେ। ଗ୍ରାମବାସୀଙ୍କ ପକ୍ଷରୁ ମା’ଙ୍କ ନିକଟରେ ଚୁଡ଼ାଘଷା, କଦଳୀ, ଫଳମୂଳ ଆଦି ଭୋଗ ଲାଗି କରାଯାଇଥିଲା। ବିଳମ୍ବିତ ରାତିରେ ମା’ଙ୍କ ସମ୍ମୁଖରେ କୁଷ୍ମାଣ୍ଡ ବଳି ଦିଆଯିବ ବୋଲି ଗ୍ରାମବାସୀ ଗଜାନନ ତ୍ରିପାଠୀ କହିଛନ୍ତି। ମା’ କନକଦୂର୍ଗା ଅତୀତରେ ପ୍ରାଚୀ ଉପତ୍ୟକାର ଅମରପ୍ରସାଦ ଗଡ଼ର ଅଧିଷ୍ଠାତ୍ରୀ ଦେବୀ ଥିବା କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ପାଟଣା ରେଞ୍ଜର ସମୀକ୍ଷା କଲେ ଡିଏଫଓ, ବିଦ୍ୟୁତ ପ୍ରହରୀ…

ପାଟଣା,୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କାର୍ଯ୍ୟାଳୟରେ ବୁଧବାର ରେଞ୍ଜସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦୁଝର ବନଖଣ୍ଡର ଡିଭିଜନାଲ ଫରେଷ୍ଟ…

ଖଣ୍ଡାଦେଉଳି ଅଞ୍ଚଳରେ ଶୋକର ଛାୟା, ୪ ଥର ସରପଞ୍ଚ ହୋଇଥିଲେ କମ୍ରେଡ ଲିଙ୍ଗରାଜ

ଗଞ୍ଜାମ,୫।୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡାଦେଉଳି ପଂଚାୟତର ପୂର୍ବତନ ସରପଞ୍ଚ ତଥା ବରିଷ୍ଠ ସିପିଏମ ନେତା କମ୍ରେଡ ଲିଙ୍ଗରାଜ ପଲେଇଙ୍କ ଦେହାନ୍ତ ହୋଇଛି ।…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri