Posted inଜାତୀୟ

ମା’ ଚାମୁଣ୍ଡାଙ୍କ ଆଖିରୁ ବାହାରୁଛି ଲୁହ: ଭକ୍ତଙ୍କ ଜମୁଛି ଭିଡ

ଭୋପାଳ,୨୯।୯: ମଧ୍ୟପ୍ରଦେଶରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ମଧ୍ୟପ୍ରଦେଶର ନିମଚ ଜିଲାର ବନ୍ୟା ପ୍ରଭାବିତ ଧାନମଣ୍ଡିରେ ଥିବା ମା’ ଚାମୁଣ୍ଡାଙ୍କ ଆଖିରୁ ଲୁହ ବାହାରୁଛି। ଏହାକୁ ଦେଖିବା ପାଇଁ ସେଠାରେ ପ୍ରବଳ ଭକ୍ତଙ୍କ ଭିଡ ଜମିଛି। କିଛି ଭକ୍ତ ମା’ଙ୍କ ଆଖିରେ ଲୁହ ଆସିବା ଦେଶ ପାଇଁ ବିପଦ ବୋଲି ମତ ଦେଉଛନ୍ତି। ଗତ କିଛିଦିନ ହେବା ଏଠାରେ ପ୍ରବଳ ବନ୍ୟା ସୃଷ୍ଟି ହୋଇଛି। ଅଧିକାଂଶ ଲୋକଙ୍କ ଘରେ ବନ୍ୟା ପାଣି ପଶିଯିବାରୁ ସେମାନେ ରିଲିଫ୍‌ ସେଣ୍ଟରରେ ବାସ କରୁଛନ୍ତି। ଏପରିସ୍ଥଳରେ ମା’ଙ୍କ ଆଖିରୁ ଲୁହ ବୋହିବା ସ୍ଥାନୀୟ ଅଞ୍ଚଳ ପାଇଁ ଆହୁରି ଅନିଷ୍ଠ ହେବାର ସୂଚନା ଦେଉଛି ବୋଲି ସ୍ଥାନୀୟ ଗ୍ରାମବାସୀ କହିଛନ୍ତି। ସୂଚନାଯୋଗ୍ୟ, ଗତ ଶନିବାର ମା’ ଚାମୁଣ୍ଡାଙ୍କ ଆଖିରୁ ଲୁହ ବାହାରିଥିବା ପୂଜକମାନେ କହିଥିଲେ। ଏହାପରେ ସେଠାକୁ ଭକ୍ତଙ୍କ ସୁଅ ଛୁଟିଥିଲା। କିଛି ମହିଳା ଭଜନ କୀର୍ତ୍ତନ କରି ମନ୍ଦିରରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri