ମା’ ଧାମରାଇଙ୍କ ମନ୍ଦିରରୁ ଚୋରି

ଭଦ୍ରକ ଅଫିସ, ୩୦।୧୨: ଭଦ୍ରକ ଜିଲା ଧାମରାର ଆରାଧ୍ୟା ଦେବୀ ମା’ ଧାମରାଇଙ୍କ ମନ୍ଦିରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତ ମା’ଙ୍କ ହୁଣ୍ଡିବାକ୍ସ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଓ ରୁପା ଅଳଙ୍କାର ଲୁଟିନେଇଛନ୍ତି। ୧୫ ଦିନ ପରେ ମା’ଙ୍କ ପୀଠରେ ମକର ଯାତ୍ରା ଆରମ୍ଭ ହେବାକୁ ଥିବା ବେଳେ ଏକ ବର୍ଷ ଧରି ହୁଣ୍ଡିବାକ୍ସ ଖୋଲାଯାଇ ନ ଥିଲା। ତେଣୁ ଲକ୍ଷାଧିକ ଟଙ୍କା ଓ ସୁନାରୁପା ଚୋରି ହୋଇଥିବା ଅଭିଯୋଗ ହୋଇଛି। ସକାଳୁ ପୂଜକଙ୍କଠାରୁ ଚୋରି ସମ୍ପର୍କରେ ମନ୍ଦିର ପ୍ରଶାସନ ଖବର ପାଇ ଥାନାରେ ଅଭିଯୋଗ କରିଥିଲା। ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଧାମରାଇଙ୍କ ମନ୍ଦିରରୁ ମେରାଇନ୍‌ ଥାନା ମାତ୍ର ୧୦୦ ମିଟର ଦୂରତାରେ ଥିବା ବେଳେ ଚୋରିକୁ ନେଇ ବିଭିନ୍ନ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…

ବିଧାୟକ ହେବା ପରେ ପ୍ରତି ମାସରେ କେତେ ଦରମା ପାଇବେ ପ୍ରଶାନ୍ତ କିଶୋର, ଜାଣନ୍ତୁ କେଉଁ ସବୁ ସରକାରୀ ସୁବିଧା ମିଳିବ…

ପାଟନା,୪।୮: ବଡ଼ ବଡ଼ ରାଜନୈତିକ ଦଳକୁ ନିର୍ବାଚନ ଜିତିବାର ରଣନୀତି ଦେଉଥିବା ରାଜନୈତିକ ବିଶ୍ଳେଷକରୁ ସିଧାସଳଖ ରାଜନୀତିକୁ ପ୍ରବେଶ କରିଥିବା ଜନ ସୁରାଜ ପାର୍ଟିର ମୁଖ୍ୟ ପ୍ରଶାନ୍ତ…

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

CMOରୁ ଫାଇଲ ଗାୟବ ଘଟଣା: ବଡ଼ ବୟାନ ଦେଲେ କ୍ରାଇମବ୍ରାଞ୍ଚ ଡିଜି, ହାଜର ହେବେ…

ଭୁବନେଶ୍ୱର,୪।୮: CMOରୁ ନାଇଡୁ କମିଶନ ଫାଇଲ ଗାୟବ ମାମଲାରେ କ୍ରାଇମବ୍ରାଞ୍ଚ ଡିଜି ମଙ୍ଗଳବାର ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ମାମଲାର ତଦନ୍ତ ଟେକ୍ନିକାଲ ଉପାୟରେ କରାଯାଉଛି।…

ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍‌ରାଙ୍କ…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri