ମା’ ମଙ୍ଗଳାଙ୍କ ମନ୍ଦିର ହୁଣ୍ଡି ଖୋଲିଲା: ୯ଲକ୍ଷ ୬୮ହଜାର ୨୪୬ଟଙ୍କା ମିଳିଲା

କାକଟପୁର,୨୯ା୬(ଡି.ଏନ୍‌.ଏ.): କାକଟପୁରସ୍ଥିତ ମା’ ମଙ୍ଗଳାଙ୍କ ମନ୍ଦିରରେ ଥିବା ଦାନହୁଣ୍ଡିକୁ ମନ୍ଦିର ଟ୍ରଷ୍ଟି ତଥା କାକଟପୁର ତହସିଲଦାର ରୋଜିନା ଦାସଙ୍କ ତତ୍ତ୍ୱାବଧାନରେ ମନ୍ଦିର କାର୍ଯ୍ୟାଳୟ ମଧ୍ୟରେ ଶୁକ୍ରବାର ଖୋଲାଯାଇଥିଲା। ହୁଣ୍ଡିରୁ ୯ଲକ୍ଷ ୬୮ହଜାର ୨୪୬ ଟଙ୍କା ବାହାରିଥିଲା। ସମସ୍ତ ଟଙ୍କାକୁ ସ୍ଥାନୀୟ ଏକ ବ୍ୟାଙ୍କ ଶାଖାର ପରିଚାଳକଙ୍କୁ ହସ୍ତାନ୍ତର କରାଯାଇଥିଲା। ୧ଲକ୍ଷ ୭୦ହଜାର ଟଙ୍କାର ୫ ଓ ୧୦ଟଙ୍କିଆ କଏନ ରହିଛି। ସମୟ ଅଭାବରୁ ୪ବସ୍ତା ୧ ଓ ୨ଟଙ୍କିଆ କଏନ ଗଣାଯାଇପାରିନାହିଁ। ଏହାକୁ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରତୀକ ପଟ୍ଟନାୟକଙ୍କ ହେପାଜତରେ ରଖାଯାଇଛି। ସମୟ ଦେଖି ଏହାକୁ ଗଣାଯାଇ ବ୍ୟାଙ୍କରେ ଜମା କରାଯିବ ବୋଲି ତହସିଲଦାର କହିଛନ୍ତି। ମନ୍ଦିର କାର୍ଯ୍ୟାଳୟଠାରେ କାକଟପୁର ଥାନା ଆଇଆଇସି ସୁମତି ମହାନ୍ତି, ମା’ଙ୍କ ସେବକ ମନୋରଞ୍ଜନ ପଣ୍ଡା, ତୁଷାର ଦୀକ୍ଷିତ, ସର୍ବେଶ୍ୱର ପାଢୀ, ପ୍ରଦୀପ୍ତ ପଣ୍ଡା, ବ୍ୟାଙ୍କ ଶାଖା ପରିଚାଳକ ପ୍ରମୋଦ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri