Posted inଜାତୀୟ

ମାଇନସ୍‌ ୪୦ ଡିଗ୍ରୀରେ ତ୍ରିରଙ୍ଗା ଉଡାଇଥିଲେ ସହକାରୀ ସେନାଧ୍ୟକ୍ଷ ହୁନ୍‌

ଚଣ୍ଡିଗଡ଼,୭।୧: ୧୯୮୪ରେ ଭାରତ-ପାକିସ୍ତାନ ମଧ୍ୟରେ ଚାଲିଥିବା ଯୁଦ୍ଧ ‘ଅପରେଶନ ମେଘଦୂତ’ରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ସହକାରୀ ସେନାଧ୍ୟକ୍ଷ(ଅବସରପ୍ରାପ୍ତ) ଜେନରାଲ ପିଏନ୍‌ ହୁନ୍‌ଙ୍କର ସୋମବାର ସନ୍ଧ୍ୟାରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ହୋଇଥିଲା। ଅସୁସ୍ଥତା କାରଣରୁ ୨ ଦିନ ପୂର୍ବେ ତାଙ୍କୁ ପଞ୍ଚକୁଲା ଚାନ୍ଦିମନ୍ଦିରରେ ଥିବା କମାଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସୂଚନାଯୋଗ୍ୟ, ତାଙ୍କ ନେତୃତ୍ୱରେ ବିଶ୍ୱର ସବୁଠାରୁ ଉଚ୍ଚ ଯୁଦ୍ଧକ୍ଷେତ୍ରରେ ଭାରତ ପ୍ରଥମ ଯୁଦ୍ଧରେ ବିଜୟୀ ହୋଇଥିଲା। ପାକିସ୍ତାନ ଅଧିନରେ ଥିବା ସିଆଚେନ୍‌ ଓ ଏହାର ଆଖପାଖର ସମସ୍ତ ଗ୍ଲାସିୟରକୁ ଭାରତ ଅଧିନକୁ ଆଣି ପ୍ରଥମେ ତ୍ରିରଙ୍ଗା ଉଡାଇଥିଲେ ହୁନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

ରୋମାଣ୍ଟିକ ମୁଡ୍‌ରେ ସୁଇମିଂ ପୁଲ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଗର୍ଲ ଫ୍ରେଣ୍ଡକୁ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ,୧୯।୨: ICC T20 World Cup 2026 ମଧ୍ୟରେ, ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର…

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri