Posted inଫୁରସତ

ମାଇଲ ଖୁଣ୍ଟର ରଙ୍ଗ କାହିଁକି ଅଲଗା ହୋଇଥାଏ

ରାସ୍ତାରେ ଯିବା ସମୟରେ ନଜର ପଡେ ରାସ୍ତା କଡରେ ଥିବା ମାଇଲ୍‌ ଖୁଣ୍ଟ ଉପରେ। ଯେଉଁଥିରେ ଲେଖାଥାଏ ଏକ ସ୍ଥାନର ଦୂରତା। ହେଲେ ସମସ୍ତ ମାଇଲ ଖୁଣ୍ଟ ଏକା ରଙ୍ଗର ନ ହୋଇ ଭିନ୍ନ ଭିନ୍ନ ରଙ୍ଗର ହୋଇଥାଏ। ଏପରି କାହିଁକ ହୁଏ ତାହା ହୁଏତ ଅନେକଙ୍କୁ ଜଣା ନ ଥିବ।

ହଳଦିଆ ରଙ୍ଗ: ଯେଉଁଠି ଏହି ରଙ୍ଗର ମାଇଲ୍‌ ଖୁଣ୍ଟ ଲାଗିଥିବା ତାହା ଜାତୀୟ ରାଜପଥ। ଏହି ରାସ୍ତା ରାଜ୍ୟ ତଥା ସହର ମଧ୍ୟରେ ଯୋଗାଯୋଗ ହୋଇଥାଏ।

ସବୁଜ ରଙ୍ଗ: ଏହି ରଙ୍ଗ ଦେଖିଲେ ଜାଣିବେ ଜାତୀୟ ରଜପଥକୁ ରାଜ୍ୟ ରାଜପଥ ସହ ସଂଯୋଗ କରିଥାଏ। ଏହା ରାଜ୍ୟ ସହ ଜିଲାକୁ ସଂଯୋଗ କରିଥାଏ।

ନାରଙ୍ଗି ରଙ୍ଗ: ଏହା ସାଧାରଣତଃ ଏକ ଗାଉଁଲି ରାସ୍ତା। ବିଶେଷ କରି ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ଯେଉଁ ଗାଁ ସହ ସଂଯୋଗ କରାଯାଏ ସେଠାରେ ଏହି ନାରଙ୍ଗି ରଙ୍ଗର ମାଇଲ ଖୁଣ୍ଟ ଲାଗିଥାଏ।

କଳା ରଙ୍ଗ: ଏହି ରଙ୍ଗର ପଥର ବା ମାଇଲ ଖୁଣ୍ଟ ଦେଖିଲେ ଆପଣ ନିଶ୍ଚିତ ହେବା ଦରକାର ଯେ ଏହା କୌଣସି ଜିଲା ଅବା ବଡ ସହରକୁ ସଂଯୋଗ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସାର ବିକ୍ରିରେ ଅନିୟମିତତା: ୬ ଡିଲରଙ୍କ ଲାଇସେନ୍ସ ରଦ୍ଦ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ଜୋରସୋର୍‌ରେ ଚାଲିଥିଲାବେଳେ ସାରର କୃତ୍ରିମ ସଙ୍କଟ ଏବଂ କଳାବଜାର ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri