ମାଓବାଦୀ ଗିରଫ: ୪ ବଡ ଧରଣର ହିଂସାକାଣ୍ଡରେ ସମ୍ପୃକ୍ତି

ମାଲକାନଗିରି, ୩।୬(ଡି.ଏନ୍‌.ଏ./ସ୍ବ.ପ୍ର.)
ମାଥିଲି ଥାନା ପୋଲିସ ଓ ବିଏସ୍‌ଏଫ୍‌ ରବିବାର ରାତିରେ ଜଣେ ମାଓବାଦୀଙ୍କୁ ଗିରଫ କରିଛି। ସେ ହେଲେ ମାଥିଲି ଥାନା ତୁଳସୀ ପାହାଡ ଅଞ୍ଚଳ କଟିପାଲୀ ଗାଁର ତ୍ରିନାଥ ଭୂମିଆ(୨୫)। ତ୍ରିନାଥ ଗତ ୨ ବର୍ଷ ମଧ୍ୟରେ ଛତିଶଗଡ ରାଜ୍ୟ ଦରଭା ଡିଭିଜନ ପକ୍ଷରୁ ମାଥିଲି ଥାନା ଅଞ୍ଚଳରେ ହୋଇଥିବା ୪ଟି ବଡ ଧରଣର ମାଓବାଦୀ ହିଂସାକାଣ୍ଡରେ ସାମିଲ ଥିଲେ। ଜିଲା ପୋଲିସ ମୁଖ୍ୟାଳୟରେ ସୋମବାର ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଏସ୍‌ପି ଜଗମୋହନ ମୀନା ଏହି ସୂଚନା ଦେଇଛନ୍ତି। ତ୍ରିନାଥ ବିଶେଷକରି ଲ୍ୟାଣ୍ଡମାଇନ ଖଞ୍ଜିବାରେ ସିଦ୍ଧହସ୍ତ ଥିଲେ। ସେ ବିଭିନ୍ନ ସ୍ଥାନରେ ଲ୍ୟାଣ୍ଡମାଇନ ଖଞ୍ଜି ପଞ୍ଚାୟତ କାର୍ଯ୍ୟାଳୟ, ବିଦ୍ୟାଳୟ ଗୃହ, କଲଭର୍ଟ ଉଡାଇବା ସହ ଅନେକ ହତ୍ୟାକାଣ୍ଡରେ ଜଡିତ ଥିଲେ ବୋଲି ଏସ୍‌ପି ମୀନା କହିଛନ୍ତି। ଖବରଦାତା ସମ୍ମିଳନୀରେ ମାଥିଲି ଆଇଆଇସି ଜନ୍‌ କୁଜୁରଙ୍କ ସମେତ ଅନ୍ୟ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ବଂଶଧାରା ନଦୀରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଗୁଣପୁର ୩।୯( ସୁଜାତା ପାଢ଼ୀ): ରାୟଗଡା ଜିଲା ଗୁଣପୁର ବଂଶଧାରା ନଦୀ ବିକ୍ରମପୁର ତୁଠରେ ଗାଧୋଇବାକୁ ଯାଇ ନିଖୋଜ ବ୍ୟକ୍ତିକୁ ମାଛଖୁଣ୍ଟି ଠାରେ ଗୁରୁବାର ସkରେ ଉଦ୍ଧାର…

କେବଳ ଚାକିରି ନୁହେଁ, ରୋଜଗାରଦାତା ହୁଅନ୍ତୁ: ସ୍ବଦେଶୀ ଜାଗରଣ ମଞ୍ଚର ଆହ୍ବାନ

କଲ୍ୟାଣସିଂହପୁର/ରାୟଗଡ଼ା, ୩।୯(ଦୀପକ କୁମାର ପରିଡା): ସ୍ବଦେଶୀ ଜାଗରଣ ମଞ୍ଚ ରାୟଗଡ଼ା ଜିଲା ପକ୍ଷରୁ ଚାଲିଥିବା ‘ସ୍ବାବଲମ୍ବୀ ଭାରତ ଅଭିଯାନ’ (୨୧ ଅଗଷ୍ଟରୁ ୨ ଅକ୍ଟୋବର) ପରିପ୍ରେକ୍ଷୀରେ ସ୍ଥାନୀୟ…

କଲ୍ୟାଣସିଂହପୁରରେ ଆମ୍ବେଦକର ଯୁବମଞ୍ଚର ନୂତନ କମିଟି, ବାବାସାହେବ…..

କଲ୍ୟାଣସିଂହପୁର,୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସ୍ଥିତ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ‘ଆମ୍ବେଦକର ଯୁବମଞ୍ଚ’ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇ ନୂତନ କମିଟି ଗଠନ…

ଜଙ୍ଗଲରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ

ଗୁଣପୁର,୩ା୯(ସୁଜାତା ପାଢ଼ୀ): ଜଙ୍ଗଲରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲା ଗୁଣପୁର ବ୍ଲକ୍ ଗଠଳପଦର ପଞ୍ଚାୟତ କାକିତାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri