Posted inଜାତୀୟ

ମାଓବାଦୀଙ୍କ ଟାର୍ଗେଟରେ ଏସ୍‌ପି ନେତା: ଅପହରଣ ପରେ କଲେ ହତ୍ୟା

ବିଜାପୁର,୧୯।୬: ଛତିଶଗଡ଼ରେ ପୁଣି ମାଓବାଦୀଙ୍କ ଦବ୍‌ଦବା ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ ସମାଜବାଦୀ ପାର୍ଟି (ଏସ୍‌ପି) ନେତା ସନ୍ତୋଷ ପୁନେମଙ୍କୁ ମାଓବାଦୀ ଅପହରଣ କରି ହତ୍ୟା କରିଥିବା ସୂଚନା ମିଳିଛି। ବିଜାପୁର ନିକଟସ୍ଥ ମରିମାଲା ଅଞ୍ଚଳରୁ ବୁଧବାର ସକାଳୁ ସ୍ଥାନୀୟ ଲୋକେ ଏକ ପାହାଡ ନିକଟରେ ରକ୍ତାକ୍ତ ଅବସ୍ତାରେ ତାଙ୍କ ମୃତଦେହକୁ ଦେଖି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ସୁରକ୍ଷାକର୍ମୀଙ୍କ ଏକ ଦଳ ଘଟଣାସ୍ଥଳକୁ ଯାଇ ମୃତଦେହକୁ ଉଦ୍ଧାର କରିଛନ୍ତି। ସୂଚନାଯୋଗ୍ୟ, ସନ୍ତୋଷ ସ୍ଥାନୀୟ ଅଞ୍ଚଳରେ କଣ୍ଟ୍ରାକ୍ଟର ଭାବେ କାର୍ଯ୍ୟ କରୁଥିଲେ। ମଙ୍ଗଳବାର ସନ୍ଧ୍ୟାରେ ସେ ମରିମାଲା ଅଞ୍ଚଳରେ ସଡ଼କ ନିର୍ମାଣ କାର୍ଯ୍ୟର ତଦାରଖ କରୁଥିବା ବେଳେ ମାଓବାଦୀ ତାଙ୍କୁ ଅପହରଣ କରିନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

TMCରେ ବଡ଼ ବିଦ୍ରୋହ! ପତ୍ନୀଙ୍କୁ ED ସମନର ଦିନକ ପରେ ମମତାଙ୍କ ହାତ ଛାଡ଼ିଲେ ମଦନ ମିତ୍ର

କୋଲକାତା,୧୫।୭: ପଶ୍ଚିମବଙ୍ଗର ରାଜନୀତିରେ ହଲଚଲ୍ ଦେଖାଯାଉଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଶ୍ୱସ୍ତ ସହଯୋଗୀ ମଦନ ମିତ୍ର, ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି ଗୋଷ୍ଠୀରେ…

ଦେଶର ପରମାଣୁ ସୁରକ୍ଷା ବିପଦରେ, କୁଡାନକୁଲମ ପରମାଣୁ ଶକ୍ତିକେନ୍ଦ୍ରର ଡାଟା ଲିକ୍‌

ଚେନ୍ନାଇ,୧୫ା୭: ତାମିଲନାଡୁରେ ଅବସ୍ଥିତ ଦେଶର ସର୍ବବୃହତ କୁଡାନକୁଲମ ପରମାଣୁ ଶକ୍ତି କେନ୍ଦ୍ର ସହିତ ଜଡ଼ିତ ସମ୍ବେଦନଶୀଳ ତଥ୍ୟ ଲିକ୍‌ ହୋଇଛି। ଓ୍ବାଲର୍‌ଡ ଲିକ୍ସ ନାମରେ ଜଣାଶୁଣା ଦୁଇଟି…

କେନ୍ଦ୍ର କ୍ୟାବିନେଟର ୭ ବଡ଼ ନିଷ୍ପତ୍ତି: ସେମିକନ ୨.୦ ମିଶନକୁ ମଞ୍ଜୁରୀ, ବାରାଣସୀ ପାଇଁ…

ନୂଆଦିଲ୍ଲୀ,୧୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ୭ଟି ବଡ଼ ନିଷ୍ପତ୍ତି ନିଆଯାଇଛି। ଏଥିମଧ୍ୟରୁ ଦେଶରେ ସେମିକଣ୍ଡକ୍ଟର ଇକୋସିଷ୍ଟମକୁ ସୁଦୃଢ଼ କରିବା…

ବିଜୁଳି ଘଡ଼ଘଡ଼ିରେ ଭାଙ୍ଗିଲା ମନ୍ଦିର ଦଧିନଉତି, ଲୋକେ କହିଲେ…

ଖଣ୍ଡପଡ଼ା,୧୫।୭(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା, ପବନରେ ଏକ ଅଘଟଣ ସାମ୍ନାକୁ ଆସିଛି। ଘଡ଼ଘଡ଼ି, ବର୍ଷା, ପବନରେ…

ଏହି ଦିନ ଆକାଶରେ ଦେଖାଦେବ ଅଦ୍ଭୁତ ଦୃଶ୍ୟ, ଘୋଟିଆସିବ ଅନ୍ଧାର, ଆଉ ତା’ ପରେ…

ଅଗଷ୍ଟ ହେଉଛି ଜ୍ୟୋତିର୍ବିଜ୍ଞାନ ଘଟଣା ପ୍ରତି ଆଗ୍ରହୀ ଲୋକଙ୍କ ପାଇଁ ଏକ ବିଶେଷ ମାସ। ଏହି ମାସରେ ଅନେକ ମହାକାଶୀୟ ଘଟଣା ଦେଖାଯିବ। ଅଗଷ୍ଟ ୧୨ରେ ସୂର୍ଯ୍ୟ…

ଏହି ଆପରେ ମିଳିବ ଗ୍ୟାସ୍ ସିଲିଣ୍ଡର, ଅର୍ଡର କଲେ ମାତ୍ର ୧୦ ମିନିଟରେ ପହଞ୍ଚିବ ଘରେ

ବେଙ୍ଗାଲୁରୁ,୧୫।୭: ଏଣିକି ଗ୍ରାହକଙ୍କ କିଛି ମାତ୍ରାରେ ଗ୍ୟାସ ସିଲିଣ୍ଡର ଚିନ୍ତା କମିବ । ଅନଲାଇନରେ ଅର୍ଡର କଲେ କିଛି ମିନିଟରେ ଘରେ ପହଞ୍ଚିବ LPG ସିଲିଣ୍ଡର ।…

ସତର୍କ ସଂକେତ ଉପରେ ଜଳକା ଜଳସ୍ତର, ଭୟଭୀତ ଅବସ୍ଥାରେ ତଳିଆ ଅଞ୍ଚଳବାସୀ

ବାଲେଶ୍ୱର,୧୫।୭( ବାଞ୍ଛାନିଧି ଦେ): ଉପର ମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା ପାଇଁ ଜଳକା ନଦୀରେ ବନ୍ୟା ଦେଖା ଦେଇଛି । ବାଲେଶ୍ଵର ଜିଲା ବସ୍ତା ବ୍ଲକର…

ରାଜଧାନୀର ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ, ୧୦୦ରୁ ଅଧିକ ଲୋକ…

ନୂଆଦିଲ୍ଲୀ,୧୫।୭: ନୋଏଡାର ସେକ୍ଟର ୬୬ରେ ଏକ କୋଠାର ବେସମେଣ୍ଟରେ ପାର୍କିଂ ହୋଇଥିବା ଏକ ଇଲେକ୍ଟ୍ରିକ୍ ବାଇକ୍ ଜଳିବା ପରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡରେ ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri