ମାଓବାଦୀଙ୍କ ନାଁ ନେଇ ଗୁଳିକାଣ୍ଡ

ପାଟଣାଗଡ, ୩୦।୧୨(ଡି.ଏନ.ଏ.):ପାଟଣାଗଡ ଉପଖଣ୍ଡସ୍ଥ ଗଙ୍ଗାସାଗର ଗ୍ରାମ ଶେଷ ମୁଣ୍ଡରେ ଥିବା ନବୀନ ମେହେରଙ୍କ ବାସଭବନରେ ରବିବାର ବିଳମ୍ବିତ ରାତି ୨ଟା ସମୟରେ ଜଣେ ଅଜଣା ବ୍ୟକ୍ତି ମାଓବାଦୀଙ୍କ ନାଁ ନେଇ ନବୀନଙ୍କୁ ଗୁଳି କରିଥିବା ଜଣାପଡିଛିି। ସୂଚନା ଅନୁସାରେ ନବୀନ ମେହେର ଘରେ ଶୋଇଥିବା ସମୟରେ ଜଣେ ଅଜଣା ବ୍ୟକ୍ତି କବାଟ ଖୋଲି ଘର ଭିତରକୁ ପ୍ରବେଶ କରିଥିଲେ। ତତ୍‌କ୍ଷଣାତ ନବୀନ କବାଟ ଖୋଲିବା ଶଦ୍ଦ ଶୁଣି ଖଟରୁ ଉଠି ତାଙ୍କୁ ତମେ କିଏ ବୋଲି ପଚାରିଥିଲେ। ଏଥିରେ ଉତକ୍ଷିପ୍ତ ହୋଇ ଅଜଣା ବ୍ୟକ୍ତି ନିଜକୁ ମାଓବାଦୀ ପରିଚୟ ଦେଇ ନବୀନଙ୍କୁ ଖଟରୁ ଉଠିବାକୁ ମନା କରିଥିଲେ ଏବଂ ନବୀନ ଉଠିବା କ୍ଷଣି ତାଙ୍କ ହାତରେ ପିସ୍ତଲ ସାହାଯ୍ୟରେ ଗୁଳି କରିଥିଲେ। ଗୁଳିଟି ବାମ ହାତର କହୁଣୀ ଉପରେ ଗୁଳି ବାଜିଥିଲା। ଗୁଳି କରି ବ୍ୟକ୍ତି ଜଣକ ଫେରାର ହୋଇଯାଇଥିଲେ। ଏନେଇ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବାବେଳେ ଆହତ ନବୀନ ବର୍ତ୍ତମାନ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜରେ ଚିକିସତ୍ିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri