ମାଓବାଦୀଙ୍କ ଶହୀଦ ସପ୍ତାହ : ସେମିଳିଗୁଡ଼ା ବ୍ଲକର ୩ ପଞ୍ଚାୟତରେ ମାଓପୋଷ୍ଟର

ସେମିଳିଗୁଡ଼ା,୨୮।୭(ଡି.ଏନ୍‌.ଏ.): ମାଓବାଦୀମାନେ ଜୁଲାଇ ୨୮ରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ଶହୀଦ ସପ୍ତାହ ପାଳନ କରୁଛନ୍ତି। ଏହି ପରିପ୍ରେକ୍ଷୀରେ କୋରାପୁଟ ଜିଲା ସେମିଳିଗୁଡା ବ୍ଲକରେ କାଣ୍ଟି, ଦୁଧାର ଓ ପାଖଜଲ ପଞ୍ଚାୟତରେ ମାଓପୋଷ୍ଟର ଲଗାଯାଇ ଥିବା ଦେଖିବାକୁ ମିଳିଛି।
ଏଥିରେ ଶହୀଦ ସପ୍ତାହ ପାଳନରେ ସହଯୋଗ କରନ୍ତୁ, ଗରିବ ଜନସାଧାରଣଙ୍କୁ ଭୁଆଁ ବୁଲାଉଥିବା ଗୁଣ୍ଡାରାଜ ନେତା ଓ କଣ୍ଟ୍ରାକ୍ଟର, ପାହାଡ଼ ପର୍ବତ ଖଣି ଖନନକୁ ତୀବ୍ର ବିରୋଧ କରନ୍ତୁ ଇତ୍ୟାଦି ଲେଖାଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…

ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା,  ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା…

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୩୮ ତମ ବାର୍ଷିକୋତ୍ସବ: ବୃନ୍ଦ ଯୋଗଦେଇ ଥିଲେ …

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଙ୍ଘର ୩୮ତମ ବାର୍ଷିକୋତ୍ସବ ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ରାଜବାଟି ପରିସରରେ…

୧୨ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା: ଶିକ୍ଷା କ୍ଷେତ୍ରରେ ନେତୃତ୍ୱର ଭୂମିକା…

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ବ୍ଲକର ୧୨ ଜଣ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା ଜଣାଯାଇଛି। ଗୋଷ୍ଠୀ ଉନ୍ନୟନ…

ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ତଦନ୍ତ କଲା ସାଇଣ୍ଟିଫିକ୍‌ ଟିମ୍‌

କେନ୍ଦୁଝର,୧୦ା୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଜଣେ ୬ ବଷର୍ର ଶିଶୁକନ୍ୟାଙ୍କୁ ତାଙ୍କର ସମ୍ପର୍କୀୟ ମାମୁ ବଳାତ୍କାର କରି ହତ୍ୟା…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାରିପଦା, ୧୦।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡସାହି ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର…

ରଥଯାତ୍ରା ପାଇଁ କୁଲାଡ ପ୍ରସ୍ତୁତ: ଜଗନ୍ନାଥ ମନ୍ଦିର ଦାନବାକ୍ସରୁ ମିଳିଲା କେତେ ଟଙ୍କା

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିରର ଦାନବାକ୍ସ ଶୁକ୍ରବାର ଖୋଲାଯାଇଥିଲା। ଦାନବାକ୍ସରୁ ମୋଟ ୬୬,୮୫୫ ଟଙ୍କା ସଂଗ୍ରହ…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri