ମାକ୍ସ ପ୍ରସ୍ତୁତ କରି ସୁରକ୍ଷିତ ରହିବାର ବାର୍ତ୍ତା ବାଣ୍ଟୁଛିି ଏସ୍‌ଏଚ୍‌ଜି

ଲୋଇସିଂହା, ୩୦।୩(ଡି.ଏନ.ଏ): ମାରମତ୍କ କରୋନା ଭାଇରସ୍‌ ସଂକ୍ରମ଼ଣରୁ ଲୋକଙ୍କୁ ସୁରକ୍ଷିତ ରଖିବା ପାଇଁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କୁଶମେଲ ଗାଁର ମା’ଶକ୍ତିରୂପା ସ୍ବୟଂ ସହାୟକ ଗୋଷ୍ଠୀ ଗତ ୧୩ଦିନ ହେଲା ମାକ୍ସ ତିଆରି କରି ଡାକ୍ତରଖାନା ଓ ବ୍ୟବସାୟୀଙ୍କୁ ଯୋଗାଉଛନ୍ତି। ଜରୁରି କାମରେ ପଦାକୁ ବାହାରିଲା ସମୟରେ ଲୋକେ ସତର୍କତା ଅବଲମ୍ବନ କରି ମାକ୍ସ ପରିଧାନ କଲେ ଆମେ ସୁରକ୍ଷିତ ରହିପାରିବା ବୋଲି ପ୍ରସ୍ତୁତିରେ ନିୟୋଜିତ ସଦସ୍ୟାମାନେ କହିଛନ୍ତି। ସ୍ବାୟଂସହାୟକ ଗୋଷ୍ଠୀର ଇଚ୍ଛାଶକ୍ତି ଦେଖି ମିଶନ ଶକ୍ତି ଜିଲା ପ୍ରକଳ୍ପ ସଂଯୋଜିକା ସୁମନ ଦ୍ୱିବେଦୀ ଓ ଲୋଇସିଂହା ସିଡିପିଓ ପ୍ରଜ୍ଞା ବାରିକଙ୍କ ପରାମର୍ଶକ୍ରମେ ଚଳିତ ମାସ ୧୮ତାରିଖରୁ ସେମାନେ ମାକ୍ସ ତିଆରି କରୁଛନ୍ତି। ସପ୍ତାହକ ମଧ୍ୟରେ ୨ ହଜାର ମାକ୍ସ ପ୍ରସ୍ତୁତ କରି ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ସ୍ଥାନୀୟ ମେଡିକାଲ ଷ୍ଟୋରକୁ ଯୋଗାଇଥିବା ସଂଘ ସଭାନେତ୍ରୀ ଯଶୋବନ୍ତୀ ସିଂଦେଓ କହିଛନ୍ତି। ଏବେ ୫ଶହ ମାକ୍ସ ପ୍ରସ୍ତୁତ ହୋଇ ଷ୍ଟୋର ରହିଥିବା ସେ କହିଛନ୍ତି। ସଭାନେତ୍ରୀ ବିଦ୍ୟୁତ୍‌ କୁମାରୀ ସିଂଦେଓ, ସୁଷମା ସିଂଦେଓ, ଅଞ୍ଚଳିପ୍ରଭା ସିଂଦେଓ, ମିଥିଳା ସିଂ, ଲକ୍ଷ୍ମୀପ୍ରିୟା ସିଂ, ମୀରା ସିଂ ପ୍ରମୁଖ ସଦସ୍ୟା ମାକ୍ସ ପ୍ରସ୍ତୁତିରେ ଲାଗି ପଡଥିବା ସଂଘ ସମ୍ପାଦିକା ବିଦ୍ୟୁତ୍‌ କୁମାରୀ ସିଂଦେଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri