Posted inଫୁରସତ

ମାଗଣା ରୋଗୀ ସେବାରେ ନିଜକୁ ଉତ୍ସର୍ଗ କରିଛନ୍ତି କରିମ୍‌

ପଶ୍ଚିମବଙ୍ଗର ଜଲପାଈଗୁଡ଼ି ଜିଲା ଅନ୍ତର୍ଗତ ଢାଲାବାରୀ ଗାଁ ନିବାସୀ କରିମ୍‌ ଉଲ୍‌-ହକ୍‌ ଏବେ ଆମ୍ବୁଲାନ୍ସ ଦାଦା ନାଁରେ ବେଶ୍‌ ପରିଚିତ। କରିମ୍‌ ଏକ ଚା’ ବଗିଚାରେ କାମ କରନ୍ତି। କିନ୍ତୁ ରୋଗୀ, ଗରିବ ଏବଂ ଦୁର୍ବଳ ଲୋକଙ୍କୁ ନିଜ ବାଇକ୍‌ରେ ବସାଇ ଜିଲା ହସ୍ପିଟାଲ୍‌ରେ ପହଞ୍ଚାଇବା ତାଙ୍କର ପ୍ରଥମ କର୍ତ୍ତବ୍ୟ ବୋଲି ଧରିନେଇଛନ୍ତି। ତାଙ୍କର ଏହି ସେବାକୁ ଲୋକେ ପ୍ରଥମେ ଦେଖାଣିଆ ବୋଲି ଭାବୁଥିଲେ। ପରେ ଜାଣିଲେ ଏହା କରିମ୍‌ଙ୍କର ନିଃସ୍ବାର୍ଥପର ସେବା। ପ୍ରକୃତରେ କରିମ୍‌ ଯେଉଁ ଅଞ୍ଚଳରେ ରହୁଛନ୍ତି, ଆଜକୁ ପ୍ରାୟ ୨୦ ବର୍ଷ ପୂର୍ବେ ଏଠାରେ କୌଣସି ପ୍ରକାର ଯାତାୟାତ କିମ୍ବା ସ୍ବାସ୍ଥ୍ୟସେବା ଉପଲବ୍ଧ ନ ଥିଲା। ତେଣୁ ଆଖି ସାମ୍ନାରେ ନିଜ ମା’ଙ୍କୁ ରୋଗରେ ପଡ଼ି ମୃତ୍ୟୁବରଣ କରିଥିବା ଅଙ୍ଗେ ନିଭାଇଥିଲେ। ଏଘଟଣା ତାଙ୍କ ମନକୁ ଏଭଳି ଭାବେ ଆଘାତ ଦେଇଥିଲା ଯେ, ସେ ଆଖି ସାମ୍ନାରେ କୌଣସି ରୋଗୀଙ୍କୁ ଦେଖିଲେ ତୁରନ୍ତ ହସ୍ପିଟାଲରେ ପହଞ୍ଚାଇବାର ବାଟ ଖୋଜୁଥିଲେ। ଏହି ସେବା ପାଇଁ ତାଙ୍କ ସାଥୀ ପାଲଟିଛି ବାଇକ୍‌। କରିମ୍‌ ନିଜ ବାଇକ୍‌ରେ ୪୦-୫୦ କିମି ଦୂର ପର୍ଯ୍ୟନ୍ତ ରୋଗୀଙ୍କୁ ବୋହି ହସ୍ପିଟାଲରେ ପହଞ୍ଚାଉଛନ୍ତି। ଏହି ସେବା ଯୋଗୁ ଅନେକ ନିରୀହ ଜୀବନ ଅକାଳ ମୃତ୍ୟୁମୁଖରୁ ବର୍ତ୍ତିପାରୁଛି। କେବଳ ସେତିକି ନୁହେଁ, ଏଭଳି ଆମ୍ବୁଲାନ୍ସ ସେବା ଯୋଗାଉଥିବାରୁ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ମଧ୍ୟ ସମ୍ମାନିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

ସୁନା କ୍ରୟକୁ ନେଇ ଆସିଲା ବଡ଼ ଖବର, ମୋଦିଙ୍କ ଅପିଲ ପରେ ୧୦ରୁ ୬ ଜଣ ବଦଳାଇଲେ ନିଷ୍ପତ୍ତି: ସର୍ଭେ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ ପରେ, ଦେଶରେ ସୁନା କ୍ରୟ ସମ୍ପର୍କରେ ସାଧାରଣ ଲୋକଙ୍କ ଭାବନା ପରିବର୍ତ୍ତନ ହେଉଥିବା ପରି ମନେ ହେଉଛି। LocalCircles ଦ୍ୱାରା…

ଧରିତ୍ରୀରେ ଖବର ପ୍ରକାଶ ପରେ ଚେତିଲା ବିଭାଗ: ୩ ମାସ ପରେ କାର୍ଯ୍ୟକ୍ଷମ ହେଲା ଖଣ୍ଡହତା ପାନୀୟ ଜଳ ପ୍ରକଳ୍ପ

ଅମରପାଲି,୧୭ା୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ପ୍ରାୟ ତିନି ମାସ ଧରି ଅଚଳ ହୋଇ ପଡ଼ିଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

NEET ପେପର ଲିକ୍ ପ୍ରସଙ୍ଗ; ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ରାହୁଲ, ଶିକ୍ଷାମନ୍ତ୍ରୀଙ୍କୁ କାହିଁକି….

ନୂଆଦିଲ୍ଲୀ,୧୭।୫: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ NEET ପେପର ଲିକ୍ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ କଡା ଟାର୍ଗେଟ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ ଉଠାଇ ସେ…

IPL 2026ରେ ହଠାତ ବଦଳିଲେ RCB କ୍ୟାପଟେନ, ରଜତ ପାଟିଦାରଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୭।୫: ରଜତ ପାଟିଦାର IPL 2026 ର 61 ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଖେଳୁନାହାଁନ୍ତି। ଏହି ମୁକାବିଲା ଉଭୟ ପଞ୍ଜାବ କିଙ୍ଗସ ଏବଂ…

ନିଆରା ପ୍ରେମ… ଚତୁର୍ଥ ଥର ପାଇଁ ବର ହେଲେ ୬୫ ବର୍ଷୀୟ ବୃଦ୍ଧ, ୬୨ ବର୍ଷୀୟ ବୃଦ୍ଧାଙ୍କୁ କଲେ ବିବାହ

ପାଟନା,୧୭ା୫: କୁହାଯାଏଯେ ପ୍ରେମ ଏବଂ ସାଥିର କୌଣସି ବୟସ ନଥାଏ । ଏହି ଭାବନାର ଏକ ହୃଦୟସ୍ପର୍ଶୀ ଉଦାହରଣ ବିହାରର ଜାମୁଇ ଜିଲାରୁ ସାମ୍ନାକୁ ଆସିଛି ।…

ମହଜୁଦ୍‌ ଅଛି ପର୍ଯ୍ୟାପ୍ତ ତେଲ, ଆତଙ୍କିତ ନ ହେବାକୁ ଅନୁରୋଧ

ବଞ୍ଚୋ,୧୭ା୫(ପ୍ରଦୋଷ କୁମାର ବିଶ୍ୱାଳ):କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ପେଟ୍ରୋଲ ପମ୍ପରେ ପେଟ୍ରୋଲ ଓ ଡିଜେଲ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ରହିଥିବା ସୂଚନା ମିଳିଛି। ଇନ୍ଧନ ସଙ୍କଟ…

‘ମୋ ସ୍ତର ଏତେ ତଳକୁ ଖସିନାହିଁ..’, ବିଜୟକୁ ନେଇ ମୁହଁ ଖୋଲିଲେ ରଜନୀକାନ୍ତ

ନୂଆଦିଲ୍ଲୀ,୧୭ା୫: ସାଉଥ ସୁପରଷ୍ଟାର ରଜନୀକାନ୍ତ ରବିବାର (୧୭ ମଇ) ଚେନ୍ନାଇସ୍ଥିତ ତାଙ୍କ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମରେ, ସେ ତାମିଲନାଡୁ ବିଧାନସଭା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri